Masthead

ଟିଏମସି ନେତା ସତ୍ୟନଙ୍କୁ ଗୁଳି କରି ହତ୍ୟା

କୋଲକାତା (ବଡ଼ ଖବର ବ୍ୟୁରୋ): ଅଜଣା ଦୁବୃର୍ତ୍ତଙ୍କ ଗୁଳିରେ ତୃଣମୂଳ କଂଗ୍ରେସ ନେତା ସତ୍ୟନ ଚୌଧୁରୀ ନିହତ । ପଶ୍ଚିମବଙ୍ଗର ବହରମପୁର ଅଞ୍ଚଳରେ ରବିବାର ଏହି ହତ୍ୟାକାଣ୍ଡ ଘଟିଛି। ସତ୍ୟନ ମୁର୍ସିଦାବାଦ ଦଳର ସାଧାରଣ ସମ୍ପାଦକ ଥିଲୋ ଗୁଳି ବାଜିବା ପରେ ସତ୍ୟନଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲ ନିଆଯାଇଥିଲା ।

ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ସ୍ଥାନୀୟ ଟିଏମ୍‌ସି ନେତାଙ୍କ କହିବା ଅନୁଯାୟୀ କେତେଜଣ ଦୁର୍ବୃତ୍ତ ବାଇକରେ ଆସି ସତ୍ୟନଙ୍କୁ ଅତି ନିକଟରୁ ଗୁଳି କରିଥିଲେ। ଯାହାକୁ ନେଇ ପୋଲିସ ହତ୍ୟା ମାମଲା ରୁଜୁ କରି ତଦନ୍ତ ଚଳାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା