Masthead

ରାଜ୍ୟସଭାରୁ ନିଲମ୍ବିତ ହେଲେ ଟିଏମସି ସାଂସଦ ଡେରେକ ଓ’ବ୍ରାୟନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାଜ୍ୟସଭାରୁ ନିଲମ୍ବିତ ହେଲେ ଟିଏମସି ସାଂସଦ ଡେରେକ ଓ’ବ୍ରାୟନ । ତୃଣମୂଳ କଂଗ୍ରେସ ସାଂସଦ ଡେରେକ ଓ’ବ୍ରାୟନଙ୍କୁ ସଂସଦର ଶୀତକାଳୀନ ଅଧିବେଶନରୁ ନିଲମ୍ବିତ କରାଯାଇଛି । ସଦନ କାର୍ୟ୍ୟରେ ବାଧା ଦେଉଥିବା ଅଭିଯୋଗରେ ପୂରା ଅଧିବେଶନରୁ ତାଙ୍କୁ ନିଲମ୍ବିତ କରାଯାଇଛି । ବୁଧବାର ଲୋକସଭା ସୁରକ୍ଷାରେ ହୋଇଥିବା ତ୍ରୁଟି ପରେ ଗୁରୁବାର ଦିନ ପୁଣି ସଂସଦୀୟ କାର୍ୟ୍ୟ ଆରମ୍ଭ ହୋଇଥିଲା । ରାଜ୍ୟସଭା କାର୍ୟ୍ୟରେ ବାଧା ଦେବାକୁ ଚେଷ୍ଟା କରୁଥିଲେ ଡେରେକ ଓ’ବ୍ରାୟନ । ତେଣୁ ତାଙ୍କୁ ସଂସଦର ଶୀତକାଳୀନ ଅଧିବେଶନରୁ ନିଲମ୍ବନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ