Masthead

ଲୋକସଭାରୁ ବହିଷ୍କାର ହେଲେ ଟିଏମସି ନେତା ମହୁଆ ମୈତ୍ର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭାରୁ ବହିଷ୍କାର ହେଲେ ଟିଏମସି ନେତା ମହୁଆ ମୈତ୍ର । ଏଥିକ୍ସ କମିଟିର ରିପୋର୍ଟ ଆଧାରରେ ତାଙ୍କୁ ବହିଷ୍କୃତ କରାଯାଇଛି । ଏଥିକ୍ସ କମିଟିର ସୁପାରିସକୁ ଲୋକସଭାରେ ମଞ୍ଜୁରୀ ଦେଇଛି । ମହୁଆଙ୍କ ବିରୋଧରେ ଟଙ୍କା ବଦଳରେ ପ୍ରଶ୍ନ ପଚାରିବା ମାମଲାର ତଦନ୍ତ କରି ପାର୍ଲାମେଣ୍ଟ ଏଥିକ୍ସ କମିଟି ପକ୍ଷରୁ ଆଜି ଲୋକସଭାରେ ରିପୋର୍ଟ ଉପସ୍ଥାପନ ହୋଇଥିଲା ।

ଏହା ଉପରେ ଗୃହରେ ବିତର୍କ ହେବା ପରେ ମହୁଆଙ୍କୁ ବହିଷ୍କାର ପାଇଁ ଏଥିକ୍ସ କମିଟି କରିଥିବା ସୁପାରିଶ ବାଚନିକ ଭୋଟରେ ଗୃହୀତ ହୋଇଥିଲା । ପ୍ରାୟ ୫ଶହ ପୃଷ୍ଠାର ରିପୋର୍ଟରେ ମହୁଆଙ୍କ ସାଂସଦ ପଦ ରଦ୍ଦ କରିବାକୁ ସୁପାରିଶ କରାଯାଇଥିଲା । ମହୁଆଙ୍କ ଆଚରଣକୁ ଅନୈତିକ କହିଲେ ଲୋକସଭା ବାଚସ୍ପତି । ବହିଷ୍କାର ଆଦେଶ ପରେ ଗର୍ଜିଲେ ମହୁଆ ମୈତ୍ର । ବିରୋଧୀଙ୍କ ସହ କକ୍ଷତ୍ୟାଗ ପରେ ସଂସଦ ବାହାରେ ବର୍ଷିଲେ । ସେ କହିଛନ୍ତି, ସବୁ ନିୟମ ଉଲ୍ଲଂଘନ ହୋଇଛି । ମୋ ବିରୋଧରେ କୌଣସି ପ୍ରମାଣ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା