Masthead

ଟିଏମସି ବିଧାନସଭାରେ ଆଣିବ ନିନ୍ଦା ପ୍ରସ୍ତାବ

କୋଲକାତା  (ବଡ଼ ଖବର ବ୍ୟୁରୋ):  ମଣିପୁର ବର୍ବରତାକୁ ନେଇ ସାରା ଦେଶ ସ୍ତବ୍ଧ । ବିିରୋଧୀଙ୍କ ସରକାରଙ୍କୁ ଟାର୍ଗଟ । ସବୁଠି ମଣିପୁର ଝଡ଼ । ଅଚଳ ହେଉଛି ଗୃହ । ମଣିପୁର ପ୍ରସଙ୍ଗକୁ ନେଇ ଏବେ ପଶ୍ଚିମବଙ୍ଗରେ ଟିଏମସି ମଧ୍ୟ ଏକ ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତି ଚଳାଇଛି। ଟିଏମସି ବିଧାନସଭା ଅଧିବେଶନରେ ମଣିପୁର ଉପରେ ଏକ ପ୍ରସ୍ତାବ ଆଣିବ। ଯାହାର ତାରିଖ ବୁଧବାର ସ୍ଥିର ହେବାର ସମ୍ଭାବନା ରହିଛି।

ନିୟମ ୧୮୫ ଅନୁଯାୟୀ ଆଲୋଚନା ପାଇଁ ଏହି ପ୍ରସ୍ତାବ ଅଣାଯିବ। ଅପ୍ୟପଟେ ଏହାପୂର୍ବରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ଶୋଭନଦେବ ଚଟୋପାଧ୍ୟାୟ କହିଥିଲେ ଯେ, ବିଧାନସଭା ଅଧିବେଶନ ସମ୍ପର୍କରେ ମଙ୍ଗଳବାର ବ୍ୟବସାୟ ପରାମର୍ଶଦାତା କମିଟିର ବୈଠକ ହେବ। ଏହି ବୈଠକରେ ମଣିପୁର ଉପରେ ନିନ୍ଦା ପ୍ରସ୍ତାବ ଆଣିବା ଉପରେ ଆଲୋଚନା ହୋଇପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ