Masthead

ଟିଏମସି ବିଧାନସଭାରେ ଆଣିବ ନିନ୍ଦା ପ୍ରସ୍ତାବ

କୋଲକାତା  (ବଡ଼ ଖବର ବ୍ୟୁରୋ):  ମଣିପୁର ବର୍ବରତାକୁ ନେଇ ସାରା ଦେଶ ସ୍ତବ୍ଧ । ବିିରୋଧୀଙ୍କ ସରକାରଙ୍କୁ ଟାର୍ଗଟ । ସବୁଠି ମଣିପୁର ଝଡ଼ । ଅଚଳ ହେଉଛି ଗୃହ । ମଣିପୁର ପ୍ରସଙ୍ଗକୁ ନେଇ ଏବେ ପଶ୍ଚିମବଙ୍ଗରେ ଟିଏମସି ମଧ୍ୟ ଏକ ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତି ଚଳାଇଛି। ଟିଏମସି ବିଧାନସଭା ଅଧିବେଶନରେ ମଣିପୁର ଉପରେ ଏକ ପ୍ରସ୍ତାବ ଆଣିବ। ଯାହାର ତାରିଖ ବୁଧବାର ସ୍ଥିର ହେବାର ସମ୍ଭାବନା ରହିଛି।

ନିୟମ ୧୮୫ ଅନୁଯାୟୀ ଆଲୋଚନା ପାଇଁ ଏହି ପ୍ରସ୍ତାବ ଅଣାଯିବ। ଅପ୍ୟପଟେ ଏହାପୂର୍ବରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ଶୋଭନଦେବ ଚଟୋପାଧ୍ୟାୟ କହିଥିଲେ ଯେ, ବିଧାନସଭା ଅଧିବେଶନ ସମ୍ପର୍କରେ ମଙ୍ଗଳବାର ବ୍ୟବସାୟ ପରାମର୍ଶଦାତା କମିଟିର ବୈଠକ ହେବ। ଏହି ବୈଠକରେ ମଣିପୁର ଉପରେ ନିନ୍ଦା ପ୍ରସ୍ତାବ ଆଣିବା ଉପରେ ଆଲୋଚନା ହୋଇପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା