Masthead

ପଞ୍ଜିକା ସମୀକରଣ ବୈଠକ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ପୁରୀରେ ପଞ୍ଜିକା ସମୀକରଣ ବୈଠକ । ୨୦୨୫-୨୬ ବର୍ଷ ପାଇଁ ପୁରୀରେ ବସିବ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧକ୍ଷତାରେ ବୈଠକ ଅନୁଷ୍ଠିତ ହେବ। ଦିନ ୧୨ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଏନେଇ ଆଲୋଚନା ହେବ। ବୈଠକରେ ଶ୍ରୀମନ୍ଦିର ନୀତି ପ୍ରଶାସକ, ଉନ୍ନୟନ ପ୍ରଶାସକ, ପଞ୍ଜିକାରମାନଙ୍କ ସମେତ ପୂଜାପଣ୍ଡା ନିଯୋଗ ଓ ମୁକ୍ତିମଣ୍ଡପ ସଦସ୍ୟ ରହିବେ ଉପସ୍ଥିତ। ବିଭିନ୍ନ ପଞ୍ଜିକାରେ ତ୍ରୁଟିକୁ ନେଇ ବିଗତ ଦିନରେ ବିବାଦ ଦେଖାଦେଇଛି। ଆଜିର ବୈଠକରେ ଏପ୍ରସଙ୍ଗରେ ସବିଶେଷ ଆଲୋଚନା କରାଯିବ। ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ