Masthead

ଆଜି ସରଗରମ ହୋଇପାରେ ଗୃହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ବିଧାନସଭାର ଆଜି ଦ୍ୱିତୀୟ ଦିନ । ସରଗରମ ହେବ ଶୀତ ଅଧିବେଶନ । ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବେ ବିରୋଧୀ । ଜବାବ ରଖିବ ସରକାରୀ ଦଳ । କୃଷି ଓ କୃଷକ ସଶକ୍ତିକରଣ, ଉଚ୍ଚ ଶିକ୍ଷା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା, ସମବାୟ, ମତ୍ସ୍ୟ ଓ ପ୍ରାଣି ସମ୍ପଦ ବିକାଶ ବିଭାଗର ପ୍ରଶ୍ନକାଳ ରହିଛି ।

ଏହାଛଡା ବିଧାୟକମାନେ ମଧ୍ୟ ଭିନ୍ନ ପ୍ରଶ୍ନ ପଚାରିପାରିବେ । ଶୂନ୍ୟକାଳରେ ଉଭୟ ଶାସକ ଓ ବିରୋଧୀ ଗୃହରେ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ଉଠାଇବେ । ବିଜେପି ପକ୍ଷରୁ ମୁଲତବୀ ପ୍ରସ୍ତାବ ଆଣିବାର ସମ୍ଭାବନା ରହିଛି । ଗତକାଲିଠୁ ଆରମ୍ଭ ହୋଇଛି ବିଧାନସଭାର ଶୀତ ଅଧିବେଶନ । ଗତକାଲି ଶୋକପ୍ରସ୍ତାବ ପରେ ମୁଲତବୀ ରହିଛି ଗୃହକାର୍ଯ୍ୟ । ଏହି ଶୀତ ଅଧିବେଶନ ଡିସେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅଧିବେଶନରେ ୩୦ଟି କାର୍ୟ୍ୟ ଦିବସ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼