Masthead

ଆଜି ବଲାଙ୍ଗିର ବନ୍ଦ

ବଲାଙ୍ଗିର(ବଡ଼ ଖବର ବ୍ୟୁରୋ): ଆଜି ବଲାଙ୍ଗିର ବନ୍ଦ। ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ଘଟଣା ପାଇଁ ଏହି ବନ୍ଦ ଡାକରା ଦେଇଛି ଭାରତୀୟ ଜନତା ପାର୍ଟି। ଆଜି ସକାଳ ୬ରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ସମଗ୍ର ବଲାଙ୍ଗିର ଜିଲ୍ଲାରେ ଏହି ବନ୍ଦ ପାଳନ କରାଯିବ। କେବଳ ଜରୁରିକାଳୀନ ସେବା ଛାଡ଼ି ବାକି ସବୁ ବନ୍ଦ ରହିବ ବୋଲି ବଲାଙ୍ଗିର ଜିଲ୍ଲା ବିଜେପି ସଭାପତି କହିଛନ୍ତି। ବନ୍ଦରେ ଦେକାନ ବଜାର, ସରକାରୀ, ବେସରକାରୀ ଅଫିସ୍, ସ୍କୁଲ, କଲେଜ, ବ୍ୟାଙ୍କ, ଡାକଘର, ଗାଡ଼ି ମୋଟର ଚଳାଚଳ ବନ୍ଦ ରହିବ। ମମିତା ମେହେରଙ୍କୁ ନ୍ୟାୟ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଏହି ବନ୍ଦ ଡାକରା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ