Masthead

ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ଅଧ୍ୟକ୍ଷତା କରିବେ । ସନ୍ଧ୍ୟା ୬ଟା ୪୫ରେ ଏହି ବୈଠକ ବସିବ । ବୈଠକରେ ୧୦ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ । ହଜାରେ କୋଟିରୁ ଅଧିକ ବ୍ୟୟ ଅଟକଳରେ ଫୁଲବାଣୀ ଓ କୋଟାପୁଟ ମେଡିକାଲ କଲେଜ ବିଲ୍ଡିଂ ନିର୍ମାଣ ପାଇଁ ଆହ୍ୱାନ ହୋଇଥିବା ଟେଣ୍ଡରକୁ କ୍ୟାବିନେଟର ଅନୁମୋଦନ ନିଆଯିବ । ସେହିପରି ବରଗଡ ଜିଲ୍ଲାର ଗାଏସିଲାଟ ଓ ଅତାବିରାରେ ୨ଟି ପାନୀୟ ପ୍ରକଳ୍ପ ପାଇଁ ଟେଣ୍ଡର, ଗୃହ, ସାଧାରଣ ପ୍ରଶାସନ ବିଭାଗ ଓ ଜଳସମ୍ପଦ ବିଭାଗର କର୍ମଚାରୀଙ୍କ ଚାକିରୀ ସର୍ତାବଳୀ ନେଇ ଆସିବ ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ