Masthead

ଆଜି ଭାରତ-ଦକ୍ଷିଣ ଆଫ୍ରିକା ଶେଷ ଦିନିକିଆ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଆଜି ଭାରତ-ଦକ୍ଷିଣ ଆଫ୍ରିକା ଅନ୍ତିମ ଦିନିକିଆ । ଗୋଟିଏ ଲେଖାଏଁ ମ୍ୟାଚ ଜିତି ବରାବର୍ ସ୍ଥିତିରେ ଉଭୟ ଦଳ । ଶେଷ ମ୍ୟାଚ ସହ ସିରିଜ୍ ହାତେଇବା ଲକ୍ଷ୍ୟରେ ହେବ କଡ଼ା ଟକ୍କର । ଦକ୍ଷିଣ ଆଫ୍ରିକାରେ ଭାରତ ଶେଷ ଥର ଲାଗି ୨୦୧୮ରେ ଦିନିକିଆ ଶୃଙ୍ଖଳା ଜିତିଥିଲା। ୫ ବର୍ଷ ପରେ ପୁଣି ଥରେ ଏଠାରେ ଟ୍ରଫି ଜିତିବା ଲାଗି ଭାରତ ଦୁଇ ଓପନର୍‌ ଋତୁରାଜ ଗାଏକ୍ବାଡ ଓ ବି ସାଇ ସୁଦର୍ଶନଙ୍କଠୁ ଭଲ ଆରମ୍ଭ ଆଶା ରଖିଛି।

ପ୍ରଥମ ଦିନିକିଆରେ ଟିମ୍ ଇଣ୍ଡିଆ ଦକ୍ଷିଣ ଆଫ୍ରିକାକୁ ୮ୱିକେଟରେ ପରାସ୍ତ କରିଥିଲା । ଦ୍ୱିତୀୟ ମ୍ୟାଚରେ ସମାନ ୮ୱିକେଟରେ ଭାରତକୁ ହରାଇ ପ୍ରତିଶୋଧ ନେଇଥିଲା ଦକ୍ଷିଣ ଆଫ୍ରିକା । ଭାରତ ଦୁଇ ଓପନର ଋତୁରାଜ ଗାଏକୱାଡ, ସାଇ ସୁଦର୍ଶନଙ୍କଠାରୁ ଭଲ ପ୍ରଦର୍ଶନ ଆଶା ରଖିଛି । ସେପଟେ ଦକ୍ଷିଣ ଆଫ୍ରିକାର ଦୁଇ ଓପନର ଟୋନି ଡି ଜର୍ଜି ଓ ରିଜା ହେଣ୍ଡ୍ରିକ୍ସ ଦ୍ୱିତୀୟ ମ୍ୟାଚରେ ଫର୍ମକୁ ଫେରିବା ସହିତ ଦଳକୁ ସହଜ ବିଜୟ ଦେଇଥିଲେ । ତେଣୁ ଆଜି ଘରୋଇ ଦଳ ଏମାନଙ୍କଠାରୁ ଭଲ ପ୍ରଦର୍ଶନ ଆଶା ରଖିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼