Masthead

ଆଜିର ସୁନା-ରୂପା ଦର

ଆଜି ଭାରତୀୟ ବଜାରରେ ସୁନା ଦର ୫୦୦ଟଙ୍କା କମିଛି । ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୭,୯୧୦ଟଙ୍କା ରହିଛି। ସେହିପରି ୨୪ କ୍ୟାରେଟ ସୁନା ଦର ୧୦ଗ୍ରାମ ପ୍ରତି ୪୮,୯୧୦ଟଙ୍କା ରହିଥିବାବେଳେ ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୫,୦୦୦ଟଙ୍କା ଓ ୨୪ କ୍ୟାରେଟ ସୁନା ଦର ୪୯,୬୪୦ଟଙ୍କା ରହିଛି । ସେହିପରି ଆଜି ରୁପା ଦର ସ୍ଥିର ରହିଛି । ଅର୍ଥାତ୍ ୬୬,୩୦୦ ଟଙ୍କା ରୁପା ଦର ରହିଥିବା ନେଇ ରେକର୍ଡ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ