Masthead

ଆଜିର ସୁନା-ରୂପା ଦର

ଆଜି ଭାରତୀୟ ବଜାରରେ ସୁନା ଦର ୫୦୦ଟଙ୍କା କମିଛି । ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୭,୯୧୦ଟଙ୍କା ରହିଛି। ସେହିପରି ୨୪ କ୍ୟାରେଟ ସୁନା ଦର ୧୦ଗ୍ରାମ ପ୍ରତି ୪୮,୯୧୦ଟଙ୍କା ରହିଥିବାବେଳେ ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପ୍ରତି ୪୫,୦୦୦ଟଙ୍କା ଓ ୨୪ କ୍ୟାରେଟ ସୁନା ଦର ୪୯,୬୪୦ଟଙ୍କା ରହିଛି । ସେହିପରି ଆଜି ରୁପା ଦର ସ୍ଥିର ରହିଛି । ଅର୍ଥାତ୍ ୬୬,୩୦୦ ଟଙ୍କା ରୁପା ଦର ରହିଥିବା ନେଇ ରେକର୍ଡ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ 🔴 ବାଲି ଘାଟ ଉପରେ ଅଧିକାରୀଙ୍କ ଚଢାଉ 🔴 ଓଡ଼ିଶାରୁ ବାଂଲାଦେଶକୁ ଲମ୍ବିଛି ଯୁବତୀ ଚାଲାଣ ଚେର 🔴 କପି କଲେ ୫ ବର୍ଷ ଜେଲ୍ , ୧୦ ଲକ୍ଷ ଜରିମାନା 🔴 ଭାରତ ସହ ଟି-୨୦ ବିଶ୍ବକପ୍ ଖେଳିବ ପାକିସ୍ତାନ 🔴 ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି 🔴 ଉମରକୋଟରେ ୧୨ ଘଣ୍ଟିଆ ବନ୍ଦ ପାଳନ 🔴 ରାଜଧାନୀରେ ଦୁର୍ଘଟଣା, ବ୍ରିଜ୍ ତଳକୁ ଖସି ଘର ଉପରେ ପଡ଼ିଲା କାର 🔴 ପାହାଡ଼ ଚଢିଲେ ଜିଲ୍ଲାପାଳ, ଉପରୁ ତଳକୁ ଆସିବେ ୮ ପରିବାର 🔴 ୪ ଭାରତୀୟ ଡାକ୍ତରୀ ଛାତ୍ରଙ୍କୁ ଛୁରାମାଡ଼ 🔴 ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ 🔴 ବାଲି ଘାଟ ଉପରେ ଅଧିକାରୀଙ୍କ ଚଢାଉ 🔴 ଓଡ଼ିଶାରୁ ବାଂଲାଦେଶକୁ ଲମ୍ବିଛି ଯୁବତୀ ଚାଲାଣ ଚେର 🔴 କପି କଲେ ୫ ବର୍ଷ ଜେଲ୍ , ୧୦ ଲକ୍ଷ ଜରିମାନା 🔴 ଭାରତ ସହ ଟି-୨୦ ବିଶ୍ବକପ୍ ଖେଳିବ ପାକିସ୍ତାନ 🔴 ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି 🔴 ଉମରକୋଟରେ ୧୨ ଘଣ୍ଟିଆ ବନ୍ଦ ପାଳନ 🔴 ରାଜଧାନୀରେ ଦୁର୍ଘଟଣା, ବ୍ରିଜ୍ ତଳକୁ ଖସି ଘର ଉପରେ ପଡ଼ିଲା କାର 🔴 ପାହାଡ଼ ଚଢିଲେ ଜିଲ୍ଲାପାଳ, ଉପରୁ ତଳକୁ ଆସିବେ ୮ ପରିବାର 🔴 ୪ ଭାରତୀୟ ଡାକ୍ତରୀ ଛାତ୍ରଙ୍କୁ ଛୁରାମାଡ଼