Before Header

ଆଜିର ରାଶିଫଳ

0 71

ମେଷ – ଭାଗ୍ୟସ୍ଥାନକୁ ଚନ୍ଦ୍ର ଦୃଷ୍ଟି ଯୋଗୁ ହସଖୁସିରେ ସମୟ ଅତିବାହିତ କରିବାର ସୁଯୋଗ ପାଇବେ । ପରିବାରର ବିଗତ ଦିନର ସମସ୍ୟାଗୁଡିକ ସାମାଦାନ ସକାଶେ ପ୍ରଯନô କଲେ ଉପକୃତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।

• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ଅର୍ଥ ମିଳିବ ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ଆଦୌ ଆଶା କରି ନ ଥିବା କୌଣସି ଜିନିଷ କିମ୍ବା ଖବର ପାଇ ଖୁସି ହୋଇଯିବେ । କର୍ମକ୍ଷେତ୍ରରେ ଅପରିଚିତ ବ୍ୟକ୍ତି ଠାରୁ ଦୂରେଇ ରହିବା ଭଲ । ରୋଜଗାର ଠାରୁ ଖର୍ଚ୍ଚ ବଢିଯାଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସୁଖୀ ହେବେ ।

ମିଥୁନ – ଗତକାଲିର ବିଷୟରେ ପର୍ଯ୍ୟାଲୋଚନା କରି ଅନ୍ୟମନସ୍କ ରହିପାରନ୍ତି । କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିପାରନ୍ତି । ମାଲିମୋକଦ୍ଦମାରେ ସଫଳତା ପାଇବା କଷ୍ଟକର ହୋଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।

• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କର୍କଟ – କାର୍ଯ୍ୟ ସାଧନାରେ ନିଜ ଲୋକଙ୍କ ତରଫରୁ ସହ-ଯୋଗ ପାଇବାରେ କୌଣସି ଅସୁବିଧା ରହିବ ନାହିଁ । ଲେଖାପଢା, ଆଲୋଚନା, ଚୁକ୍ତିପତ୍ର କ୍ଷେତ୍ରରେ ସୁଫଳର ଆଶା ରହିଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।

• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
• ଗୃହିଣୀ- ସୁଖଭାରା ଦିନଟି ।

ସିଂହ – ରୁଗ୍ଣ ପିତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ଘଟିବା କାରଣରୁ ମନ ଏକ ପ୍ରକାର ହାଲୁକା ହୋଇଯିବ । ଧାର କରଜ କରି ଆବଶୟକତା ପୁରନ କରିବା ପାଇଁ ମନସ୍ଥ କରିପାରନ୍ତି । ଶୁଭ କଫି । ଶୁଭ ଅଙ୍କ ୨ ।

• ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି- ପ୍ରମୋସନ୍ ମିଳିବ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ଧାର୍ମିକ ହେବେ ।

କନ୍ୟା – ବିଭିନ୍ନପ୍ରକାର କାମରେ ଅନୁପ୍ରବେଶ କରି ମନକୁ ଭାରାକ୍ରାମ୍ତ କରିପାରନ୍ତି । କର୍ମକ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ । ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।

• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା – ଆଶା କରୁଥିବା ଦିଗରୁ ଅର୍ଥ ପାଇବେ କିନ୍ତୁ ଏଥିପାଇଁ ଆପଣଙ୍କୁ ସାମାନ୍ୟ କଷ୍ଟ ସ୍ୱୀକାର କରିବାକୁ ପଡିବ । ବନ୍ଧୁମାନଙ୍କ ଆଚରଣରେ ଅସନ୍ତୁହ୍ଟ ରହିବେ କିନ୍ତୁ ମୁହଁ ସାମ୍ନାରେ କିଛି କହିପାରିବେ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।

• ଚାଷୀ- ଉତ୍ତମ ଫଳ ପାଇବେ ।
• ରୋଗୀ- ଚିକିସôା ପାଇଁ ବିଦେଶ ଯାଇପାରନ୍ତି ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ଧାର୍ମିକ ହେବେ ।

ବିଛା – ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍ ରାସ୍ତାରେ ପାଦ ଦେବା ଆସୁବିଧାର କାରନ ହୋଇପାରେ । ଆର୍ଥିକ ସ୍ୱଚ୍ଛଳତା ଫେରିଆସିବାରୁ ସାମୟିକ ଆତ୍ମତୃପ୍ତି ଲାଭ କରିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।

• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ପ୍ରମୋସନ୍ ମିଳିବ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ – ସମସ୍ୟାର ସରଳ ସାମାଧାନ କରିବାରେ ସଫଳତା ହାସଲ କରିପାରିବେ । ପାରିବାରିକ କଳହ, କଚେରି ମାମଲାରେ ଟେନ୍-ସନ ଓ କର୍ମକ୍ଷେତ୍ରରେ ଅସ୍ଥିରତା ମାନସିକ ଅଶାନ୍ତିର କାରଣ ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଧାର୍ମିକ ହେବେ ।

ମକର – ଯେତେ ପ୍ରକାର ଭଲ କାମ କଲେ ମଧ୍ୟ ଶତ୍ରୁତା, ଈର୍ଷାପରାୟଣ, ଅସୁସ୍ଥତା ଓ ଅଭାବବୋଧ ଯୋଗୁ ମନ ଭାରାକ୍ରାନ୍ତ ରହିବ । ହଜି ଯାଇଥିବା ଜିନିଷ ପାଇଁ ବ୍ୟସ୍ତତା ବଢିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।

• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ – ଆଜି ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବାର ଆଶା ରହିଛି । କଥା କଟାକଟି କାରନରୁ ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।

• ଚାଷୀ- ଉତ୍ତମ ଫଳ ପାଇବେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ – ପରିବାର କଥା ନେଇ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରି କୌଣସି ସିଦ୍ଧାନ୍ତରେ ଉପନୀତ ହୋଇପାରନ୍ତି । ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।

Leave A Reply

Your email address will not be published.