Before Header

ଆଜିର ରାଶିଫଳ

0 28

ମେଷ – ବାକଅଧିପତି ଶନିଙ୍କ ନକ୍ଷତ୍ରରେ ରହିଥିବାରୁ ବିଭିନ୍ନ ପ୍ରକାର ସମସ୍ୟାରେ ମନ ଭାରାକ୍ରାନ୍ତ ରହିବ । ସାମାଜିକ କ୍ଷେତ୍ରରେ ଅଟକି ରହିଯାଇଥିବା କାର୍ଯ୍ୟଗୁଡିକ ତ୍ୱରାନ୍ୱିତ ହେବାରେ ବନ୍ଧୁ ସାହାର୍ଯ୍ୟ କରିବେ । ଶୁଭ ରଙ୍ଗ ଧଳ । ଶୁଭ ଅଙ୍କ ୮ ।

• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

ବୃଷ – ସହକର୍ମୀଙ୍କ ସହାୟତାରେ ସାମାଜିକ କ୍ଷେତ୍ରରେ ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । ଅଫିସ୍ ରେ କାମର ଚାପ ପ୍ରଭାବରୁ ଟେନସନ୍ କିଛି ମାତ୍ରାରେ ଲାଗି ରହିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।

• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ଧାର୍ମିକ ହେବେ ।

ମିଥୁନ – ବନ୍ଧୁମାନଙ୍କ ସହାନୁଭୂତିର ସୁଯୋଗ ଲାଭ କରି ନିଜକୁ ଧନ୍ୟ ମନେ କରିବେ । ଯେଉଁ କାମଟିକୁ ଆଜି ଯାଏ ଆପଣ କରି ପାରୁ ନ ଥିଲେ ଆଜି ମଧ୍ୟାହ୍ନ ପରେ ତାହା ସୁବିଧାରେ ହୋଇଯିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।

• ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ – ଆଜି ଆପଣ ପ୍ରତିବନ୍ଧକ ମଧ୍ୟରେ ପରିସ୍ଥିତି ସହ ଲଢେଇ କରି କାମ ହାସଲ କରିପାରିବେ । ଗତକାଲି ଠାରୁ ଆଜି ଯାହା କରିବା ପାଇଁ ଚିନ୍ତା କରିଥିଲେ ସେଥିରେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।

• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ସତର୍କତାର ଦିନ ।
• କର୍ମଜୀବି- ଅର୍ଥ ମିଳିବ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• ଗୃହିଣୀ- ଧାର୍ମିକ ହେବେ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

ସିଂହ – ଅସୁବିଧାକୁ ନେଇ ସରଗରମ ଆଲୋଚନା ହୋଇପାରେ । ବ୍ୟବସାୟ, ସଂଗଠନ, ପ୍ରଶାସନ, ଗଣ ଯୋଗାଯୋଗ ପାଇଁ ଦିନଟି ଖରାପ । ଉଚ୍ଚପଦାଧିକାରୀଙ୍କ ସାମୟିକ କ୍ରୋଧରୁ କିଛିଟା ହାଇରାଣ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।

• ଚାଷୀ- ଉତ୍ତମ ଫଳ ପାଇବେ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କନ୍ୟା – ଆଜି ଆକସ୍ମିକ ସ୍ୱାସ୍ଥ୍ୟହାନି ସାଙ୍ଗକୁ ବିଭିନ୍ନ ସମସ୍ୟାରେ ମନ ଭାରାକ୍ରାନ୍ତ ରହିବ । ବିଷମ ପରିସ୍ଥିତିରେ ବନ୍ଧୁଙ୍କ ଠାରୁ ସହ-ଯୋଗର ଆଶା ନିରର୍ଥକ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।

• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।
• ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।

ତୁଳା – ଘରୋଇ କଳହକୁ ନେଇ ଅଶାନ୍ତି ଲାଗି ରହିବ । ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହୋଇପାରେ । ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ ସମସ୍ୟା ପ୍ରାୟତଃ ଆଗକୁ ବଢିପାରିବେ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା – ଅଯଥା ଭୟ, ଆଶଙ୍କା ଓ ଉଦ୍ବେଗ ମଧ୍ୟରେ ଦିନଟିକୁ କଟାଇବେ । ଯାହାଙ୍କ ଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇ ମନ ଭଲ ରହିବ ନାହିଁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।

• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ପାଠପଢା ବିଦେଶ ଯିବା ସମସ୍ୟା ରହିବ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ଧନୁ – ପାରିବାରିକ ଅଶାନ୍ତି ରହିଥିଲେ ମଧ୍ୟ ପରିସ୍ଥିତିକୁ ଆଖି ଆଗରେ ରଖି କାମ କଲେ କୌଣସି ଅସୁବିଧା ହେବ ନାହିଁ । ଅବଶ୍ୟ କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ଆତ୍ମୀୟମାନଙ୍କ ସାହାର୍ଯ୍ୟ ସହଯୋଗର ଅଭାବ ରହିବ ନାହିଁ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।

• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମକର – ନିଜ ସହ ଆଦୌ ପଡୁ ନ ଥିବା ଲୋକମାନେ ଗୁଣଗାନ୍ କରିବା ବଦଳରେ ନିନ୍ଧା କରିବେ । ଘରୋଇ କଥାରେ ଅଯଥା ମୁଣ୍ଡ ପୂରାନ୍ତୁ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।

• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କୁମ୍ଭ – ବନ୍ଧୁଙ୍କ ସହ ଶତ୍ରୁତା, ପୁଅ ଝିଅଙ୍କ ବାହାଘର ସମସ୍ୟାଜନିତ ଦୁଶ୍ଚିନ୍ତା ମନକୁ ଆନେ୍ଦାଳିତ କରିବ । ତଥାପି ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବା ଦିଗରେ ଜଣେ ପୂର୍ବ ବନ୍ଧୁ କିଛି ଖବର ନେଇ ଆସିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।

• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମୀନ – ପାରିବାରିକ ସ୍ଥିରତା ଓ କର୍ମକ୍ଷେତ୍ରର ସ୍ଥିତି ପ୍ରାୟତଃ ଅକ୍ଷୁଣ୍ଣ ରହିବ । କୌଣସି ଅଜଣା ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ । ନିକଟ ସମ୍ପର୍କୀୟମାନଙ୍କ ସହ ସମ୍ପର୍କହାନି ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ଞ୍ଜ ।

• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ଧାର୍ମିକ ହେବେ ।

Leave A Reply

Your email address will not be published.