Before Header

ଆଜିର ରାଶିଫଳ

0 154

ମେଷ – ଆପଣ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି । ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧପଡ କରିବାକୁ ପଡିବ । କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।

• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

ମିଥୁନ – ପରିସ୍ଥିତିକୁ ଆଖିଆଗରେ ରଖି ଇଚ୍ଛା ନ ଥିଲେ ସୁଧା ହଠାତ୍ ଦୁରକୁ ଯିବାକୁ ପଡିବ । ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତ ବୋଧ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କର୍କଟ – କେତେକ ଅପ୍ରୀତିକର ପରିସ୍ଥିତି ସାମନା କରି ଆଜି ପରିବାରର କୌଣସି ବ୍ୟକ୍ତିଙ୍କ ମନରେ ସରସତା ଆଗ ଭଳି ରହିବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

• ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ – ଆଗାମୀ ସମୟରେ ପରିସ୍ଥିତି ବିଷୟକୁ ନେଇ ଖସଡା ପ୍ରସ୍ତୁତ କରିପାରନ୍ତି । ବହୁତ ଦିନ ପରେ ଖୋଜୁଥିବା ଜିନିଷ ସନ୍ଧାନ ଡେରିରେ ମିଳିବ । ଶୁଭ ଅଙ୍କ ପିଚ୍ । ଶୁଭ ଅଙ୍କ ୩ ।

• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କନ୍ୟା – ବିଭିନ୍ନ ପ୍ରକାରର କାରଣକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ । ତରବର ନ ହୋଇ ଧୀରସ୍ଥିର ମନ ନେଇ କାମ କଲେ ସମସ୍ୟାର ସରଳ ସମାଧାନ ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।

• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା – ବିଭିନ୍ନ ପ୍ରକାରର ଅସୁବିଧା ବିତରେ ଗତି କରୁଥିବାରୁ ଧୀରେ ଧୀରେ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।

• ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
• ରୋଗୀ- ଆର୍ୟୁରବେଦୀ ଚିକିସôା ଲାଭ ଦେବ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
• କର୍ମଜୀବି- ଜଳଯାତ୍ରା ମନା ।
• ବ୍ୟବସାୟୀ- ମଧୁରଭାଷୀ ହେବେ ।
• ଗୃହିଣୀ- ଭାଗ୍ୟଶାଳୀ ହେବେ ।

ବିଛା – ପାରିବାରିକ କ୍ଷେତ୍ରର କୌଣସି ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡିତ କରିବ । ଏମିତି କେତେକ ପରିସ୍ଥିତି ଭିତରେ ଚଳିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।

• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

ଧନୁ – ସାମାଜିକ ସ୍ତରର ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଘରର ବରାଦ ଅନୁଯାୟୀ ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।

• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର – ଜଣେ ବନ୍ଧୁଙ୍କ ସାହାର୍ଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ପାଖ ପଡୋଶୀଙ୍କ ସହଯାତ୍ରୀ ହୋଇ ଆଜି ସୁଖଭ୍ରମଣ ଯୋଗ ରହିଛି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।

• ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ମିତ୍ର ସୁଖ ପାଇବେ ।

କୁମ୍ଭ – ଆତ୍ମୀୟସ୍ୱଜନଙ୍କ ସହାୟତାରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

• ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
• ଗୃହିଣୀ- ଧାର୍ମିକ ହେବେ ।

ମୀନ – ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ । ପୁନଶ୍ଚ ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

Leave A Reply

Your email address will not be published.