Before Header

ଆଜିର ରାଶିଫଳ

0 99

ମେଷ – ଆଜି ଆକସ୍ମିକ ଭାବେ ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ । ନିର୍ମାଣାଧୀନ କାମର ଶେଷ ପର୍ଯ୍ୟାୟରେ ପ୍ରତିବନ୍ଧକ ଦୁର ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।

• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• କର୍ମଜୀବି- ଜଳଯାତ୍ରା ମନା ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ମିତ୍ର ସୁଖ ପାଇବେ ।

ବୃଷ – ଆଜି କୌଣସି ନୂତନ କାର୍ଯ୍ୟାରମ୍ଭ କରିବା ସକାଶେ ମନସ୍ଥ କରିପାରନ୍ତି । କର୍ମକ୍ଷେତ୍ରରେ ମନର ବଳ ଖୁବ୍ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।

• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

ମିଥୁନ – ପାରିବାରିକ ସମସ୍ୟା ଥିଲେ ମଧ୍ୟ କାମଗୁଡିକୁ ସଫଳତାର ସହ ସମ୍ପନ୍ନ କରିବେ । କର୍ମକ୍ଷେତ୍ରରେ ବିଗତ ଦିନରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ୍ ଦେବାକୁ ପଡିପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।

• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
• ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କର୍କଟ – ରାଶିରେ ଶୁକ୍ର ବକ୍ରୀ ଶନିଙ୍କ ଦୃଷ୍ଟିରେ ଥିବାରୁ କର୍ମକ୍ଷେତ୍ରରେ ସମାଲୋଚନାର ପାତ୍ର ହେବାକୁ ପଡିପାରେ । ଆପଣଙ୍କ ମଧୁର ବିନୟ ବଚନ ପ୍ରଭାବରୁ ସମସ୍ୟାଗୁଡିକର ସରଳ ସମାଧାନ କରିବାରେ ସଫଳ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖୀ ହେବେ ।

ସିଂହ – କର୍ମାଧିପ ନୀଚାରୋହୀ ହୋଇ ଦ୍ୱାଦଶସ୍ଥ ଯୋଗୁ କାମର ଚାପ ବୃଦ୍ଧି ପାଇବା କାରଣରୁ ସ୍ଥିରତା ରହିବ ନାହିଁ । ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।

• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ଧାର୍ମିକ ହେବେ ।
କନ୍ୟା – ତିନୋଟି ଗ୍ରହ ରାଶିରେ ଅବସ୍ଥାନ କରିଥିବାରୁ ଆଜି ଆପଣଙ୍କୁ କୋଣସି ସମସ୍ୟା ବିଚଳିତ କରିପାରିବ ନାହିଁ । ସମସ୍ୟା ସମାଧାନ ପାଇଁ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ପରକୁ ଆପଣାର କରିବେ ।

ତୁଳା –ସ୍ୱସ୍ଥାନପାଳକ ଶନି ହେତୁ ପରିବାରରେ ସୁଖ ଶାନ୍ତି ଫେରାଇଆଣିବା ଚେଷ୍ଟା କଦାପି ବିଫଳ ହେବନି । ତର୍କ କାରଣରୁ ସ୍ତ୍ରୀଙ୍କ ସହ ଉଚ୍ଛପାର୍ଥକ୍ୟ ଦେଖା ଦେଇ ପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।

• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବିଛା – ଏକାଦଶସ୍ଥ ଗ୍ରହ ପ୍ରଭାବରେ କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି । ବନ୍ଧୁ ଦେଖାସାକ୍ଷାତରୁ ଉପକୃତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ଧନୁ – ଆଜିର ଗ୍ରହସ୍ଥିତିରୁ ବେଖାତିର ଭାବରେ ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ପରିବହନ କ୍ଷେତ୍ରରେ, ଆଲୋଚନା ପରିସରରେ ସ୍ଥଗିତ କାମ ସଂମ୍ପୂର୍ଣ୍ଣ ହୋଇପାରିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

• ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର – କେନ୍ଦ୍ରସ୍ଥ ଗ୍ରହ ପ୍ରଭାବରୁ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ ଓ ସାମୟିକ ଅସୁବିଧାର ସମ୍ମୁଖୀନ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କୁମ୍ଭ – କର୍ମକ୍ଷେତ୍ରରେ ଆପଣ ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ପରିବାର ଓ ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।

• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ – ସଚେତନତା ଅଭାବରୁ ପୁରାତନ ରୋଗର ପୀଡା ବୃଦ୍ଧି ପାଇପାରେ । ପାଖ ପଡୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତି ଯୋଗୁ ହାତକୁ ନେଇଥିବା କାମଗୁଡିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ମିତ୍ର ସୁଖ ପାଇବେ ।

Leave A Reply

Your email address will not be published.