Masthead

ସିରିଜ କବଜା କରିବା ଲକ୍ଷ୍ୟରେ ଭାରତ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଦକ୍ଷିଣ ଆଫ୍ରିକା ଟୁର୍‌ରେ ଥିବା ଭାରତୀୟ କ୍ରିକେଟ ଦଳ ମଙ୍ଗଳବାର ଘରୋଇ ଦଳ ବିପକ୍ଷରେ ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌ ଖେଳିବ। ପ୍ରଥମ ମ୍ୟାଚ ୮ ଉଇକେଟରେ ଜିତିଥିବାରୁ ଦ୍ୱିତୀୟ ମ୍ୟାଚ ଜିତି ସିରିଜ ଆଗୁଆ କବ୍‌ଜା କରିନେବାକୁ ଚାହିଁବ। ମ୍ୟାଚରେ ରଜତ ପଟିଦାର କିମ୍ବା ରିଙ୍କୁ ସିଂଙ୍କୁ ପଦାର୍ପଣ ସୁଯୋଗ ମିଳିପାରେ। ପ୍ରଥମ ମ୍ୟାଚରେ ଦୁଇ ଯୁବ ଖେଳାଳି ଅର୍ଶଦୀପ ସିଂ ଓ ଆଭେସ ଖାନ୍‌ ନିଖୁଣ ବୋଲିଂ କରିଥିଲେ, ଫଳରେ ଭାରତ ଏକତରଫା ଭାବେ ମ୍ୟାଚ ଜିତି ନେଇଥିଲା।

ଦକ୍ଷିଣ ଆଫ୍ରିକାର ଜେବରାହଠାରେ ଭାରତୀୟ ସମୟ ଅପରାହ୍ଣ ସାଢ଼େ ୪ଟାରେ ମ୍ୟାଚ୍ ଖେଳାଯିବ । ତିନି ଟିକିଆ ସିରିଜରେ ଭାରତ ପୂର୍ବରୁ ଗୋଟିଏ ମ୍ୟାଚ୍ ଜିତି ସାରିଥିବା ବେଳେ ଆଜିର ମ୍ୟାଚ୍ ଜିତି ସିରିଜ ଜିତିବା ଲକ୍ଷ୍ୟରେ ମଇଦାନକୁ ଓହ୍ଲାଇବ ଟିମ୍ ଇଣ୍ଡିଆ । ଅନ୍ୟପଟେ ଆଜିର ମ୍ୟାଚ୍ ହାତଛଡ଼ା କଲେ ଦକ୍ଷିଣ ଆଫ୍ରିକା ସିରିଜ ହାରିବ । ଏଥିଲାଗି ଏହି ମ୍ୟାଚ୍ ଉଭୟ ଟିମ୍ ପାଇଁ ଗୁରୁତ୍ବ ରଖୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା