Masthead

ଆଜି ‘ବଡ଼ ଖବର’ ଦିବସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସାରା ଓଡ଼ିଶାରେ ଆଜି ପାଳନ ହେଉଛି ‘ବଡ଼ ଖବର’ ଦିବସ । ପ୍ରତି ଜିଲ୍ଲା ଓ ବ୍ଲକରେ ଏହି ଦିବସ ପାଳିତ ହେଉଛି । ସାରା ଓଡ଼ିଶାର ୩୦୦ ସ୍ଥାନରେ ଆୟୋଜିତ ହେଉଛି ବଡ଼ ଖବର ଦିବସ । ପ୍ରଥମ ଥର ପାଇଁ ଏକ ୨୪ଘଣ୍ଟିଆ ଟିଭି ଚ୍ୟାନେଲକୁ ଲୋକେ ସ୍ୱତଃପ୍ରବୃର୍ତ୍ତଭାବେ ସହଯୋଗର ହାତ ବଢାଉଛନ୍ତି । ଗଣତନ୍ତ୍ରର ସୁରକ୍ଷା ଓ ନିରପେକ୍ଷ ସାମ୍ବାଦିକତା ପାଇଁ ସାଧାରଣ ଲୋକମାନେ କିଛି ମୁହୂର୍ତ୍ତ ବାହାର କରି ବଡ଼ ଖବର ସହ ଯୋଡି ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ