Masthead

ଆଜି ‘ବଡ଼ ଖବର’ ଦିବସ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସାରା ଓଡ଼ିଶାରେ ଆଜି ପାଳନ ହେଉଛି ‘ବଡ଼ ଖବର’ ଦିବସ । ପ୍ରତି ଜିଲ୍ଲା ଓ ବ୍ଲକରେ ଏହି ଦିବସ ପାଳିତ ହେଉଛି । ସାରା ଓଡ଼ିଶାର ୩୦୦ ସ୍ଥାନରେ ଆୟୋଜିତ ହେଉଛି ବଡ଼ ଖବର ଦିବସ । ପ୍ରଥମ ଥର ପାଇଁ ଏକ ୨୪ଘଣ୍ଟିଆ ଟିଭି ଚ୍ୟାନେଲକୁ ଲୋକେ ସ୍ୱତଃପ୍ରବୃର୍ତ୍ତଭାବେ ସହଯୋଗର ହାତ ବଢାଉଛନ୍ତି । ଗଣତନ୍ତ୍ରର ସୁରକ୍ଷା ଓ ନିରପେକ୍ଷ ସାମ୍ବାଦିକତା ପାଇଁ ସାଧାରଣ ଲୋକମାନେ କିଛି ମୁହୂର୍ତ୍ତ ବାହାର କରି ବଡ଼ ଖବର ସହ ଯୋଡି ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ