Masthead

ଆଜି ‘ବଡ଼ ଖବର’ ଦିବସ

(ବଡ଼ ଖବର ବ୍ୟୁରୋ): ପ୍ରତିମାସ ଭଳି ଏଥର ବି ୭ ତାରିଖରେ ପାଳିତ ହେବ “ବଡ଼ ଖବର’ ଦିବସ । HELP “ବଡ଼ ଖବର’ ଅଭିଯାନରେ ଲୋକଙ୍କଠାରୁ ସାହାଯ୍ୟ ଚାହିଁବ ଲୋକଙ୍କ ଚ୍ୟାନେଲ, ଓଡ଼ିଶାର ଏକମାତ୍ର ନିରପେକ୍ଷ ସ୍ୟାଟେଲାଇଟ୍ ନ୍ୟୁଜ ଚ୍ୟାନେଲ “ବଡ଼ ଖବର’ । ପ୍ରତି ବ୍ଲକରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।

ଏହାସହ ଗୁରୁବାର ଭୁବନେଶ୍ୱରରେ ଏ ସଂପର୍କିତ ଏକ ସାଧାରଣ ସଭାର ମଧ୍ୟ ଆୟୋଜନ କରାଯାଇଛି । ଆପଣ ଏଥିରେ ଉପସ୍ଥିତ ରହି ନିରପେକ୍ଷ ସାମ୍ବାଦିକତାକୁ ଉତ୍ସାହିତ କରିବାକୁ ବିଶେଷ ଅନୁରୋଧ । ଆସନ୍ତୁ । ସାହାଯ୍ୟ କରନ୍ତୁ । ଅଭିଯାନରେ ସାମିଲ ହୋଇ ନିରପେକ୍ଷ ଗଣମାଧ୍ୟମକୁ ବଞ୍ଚାନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା