Masthead

ଆଜି ପବିତ୍ର ଶାମ୍ବ ଦଶମୀ

କୋଣାର୍କ (ବଡ଼ ଖବର): ଏହି ତିଥିରେ କୋଣାର୍କ ଚନ୍ଦ୍ରଭାଗା ସମୁଦ୍ର କୁଳରେ ସୂର୍ଯ୍ୟପୁଜା ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି । କିମ୍ବଦନ୍ତୀ ଅନୁଯାୟୀ, ଏହି ଦିନରେ ଶ୍ରୀକୃଷ୍ଣଙ୍କ ପୁତ୍ର ଶାମ୍ବ ମହାପ୍ରଭୁ ସୂର୍ଯ୍ୟଙ୍କୁ ପୂଜା କରି କୁଷ୍ଠଙ୍କ ପୁୁତ୍ର ଶାମ୍ବ ମହାପ୍ରଭୁ ସୂର୍ଯ୍ୟଙ୍କୁ ପୂଜା କରି କୁଷ୍ଠ ରୋଗରୁ ମୁକ୍ତ ହୋଇଥିଲେ । ତାହାକୁ ମନେ ପକାଇ ହଜାର ହଜାର ଶ୍ରଦ୍ଧାଳୁମାନେ ସୂର୍ଯ୍ୟପୁଜା କରିଥିଲେ । ଏହି ଅବସସରର କୋଣାର୍କ ଅବଧୂତ ମଠଠାରୁ ଏକ ରଥ ବାହାରି ଚନ୍ଦ୍ରଭାଗା କୂଳରେ ପହଂଚିବା ପରେ ୨୧ ଦିନ ଧରି ସୂର୍ଯ୍ୟଉପାସନା କରାଯିବ । ଏହି ଶାମ୍ବ ଦଶମୀ ତିଥିରେ ଅର୍କକ୍ଷେତ୍ରରେ ଭିଡ଼ ଲାଗିବା ସହ ସୂର୍ଯ୍ୟ ମନ୍ଦିରରେ ମଧ୍ୟ ଭିଡ଼ ପରିଲକ୍ଷିତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା