Masthead

ଅନ୍ତର୍ଜାତୀୟ ମାତୃଭାଷା ଦିବସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି  ଅନ୍ତର୍ଜାତୀୟ ମାତୃଭାଷା ଦିବସ । ପ୍ରତି ବର୍ଷ ୨୧ ଫେବୃଆରୀରେ ଅନ୍ତର୍ଜାତୀୟ ମାତୃଭାଷା ଦିବସ । ଏହି ଅବସରରେ ଟ୍ୱିଟ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସଂସ୍କୃତି ଓ ଐତିହକୁ ସୁରକ୍ଷିତ ରଖିବା ପାଇଁ ମାତୃଭାଷା ବଳିଷ୍ଠ ଭୂମିକା ରହିଛି ।

ଟ୍ୱିଟ କରି ମହାପୁରୁଷମାନଙ୍କୁ ଅନ୍ତର୍ଜାତୀୟ ମାତୃଭାଷା ଦିବସରେ ସ୍ମରଣ କରି ମାତୃଭାଷାକୁ କାଳବିଜୟୀ କରିବା ଦିଗରେ ଆମର ଉଦ୍ୟମକୁ ଆହୁରି ଦୃଢ କରିବା ପାଇଁ କହିଛନ୍ତି । ବିଶ୍ୱରେ ଭାଷା ଓ ସହସ୍କୃତିର ବିବିଧତାକୁ ପ୍ରୋତ୍ସାହନ ଦେବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ । ତେବେ ଚଳିତ ବର୍ଷର ବିଷୟବସ୍ତୁ ରହିଛି ‘ ଶିକ୍ଷା ଓ ସମାଜର ଅନ୍ତର୍ଭୁକ୍ତ ପାଇଁ ବହୁଭାଷିତ ପ୍ରତିପୋଷଣ’ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ