Masthead

ଆଜି ଜଗଦ୍ଧାତ୍ରୀ ବେଶରେ ଦର୍ଶନ ହେଉଛନ୍ତି ମା’ ଭଦ୍ରାକାଳି

ଭଦ୍ରକ(ବଡ଼ ଖବର ବ୍ୟୁରୋ): କାଳୀପୂଜା ଉପଲକ୍ଷେ ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶ ଅନୁଷ୍ଠିତ ହେଉଛି । ସପ୍ତମାତୃକା ବେଶର ପଞ୍ଚମ ଦିନରେ ଆଜି ମା’ ଜଗଦ୍ଧାତ୍ରୀ ବେଶ ଧାରଣ କରିଛନ୍ତି  ।  ଜଗଦ୍ଧାତ୍ରୀ ବେଶରେ ମା’ଙ୍କର ଆଜି ବାଘ ବାହନ ଥିବା ବେଳେ ମା’ ନାଲି ପାଟ ବସ୍ତ୍ର ପରିଧାନ କରିଛନ୍ତି ଓ ସ୍ୱର୍ଣ୍ଣ ରୌପ୍ୟ ଅଳଙ୍କାରରେ ଭୂଷିତ ହୋଇଛନ୍ତି । ମା’ ହସ୍ତରେ ଶଙ୍ଖ, ଚକ୍ର, ଗଦା,ଖଡ୍ଗ ଧାରଣ କରି ଚତୁର୍ଦ୍ଧାମୂର୍ତ୍ତୀରେ ପ୍ରକଟ ହୋଇଛନ୍ତି । ଜଗଦ୍ଧାତ୍ରୀ ବେଶରେ ମା’ଙ୍କୁ ଦର୍ଶନ କଲେ ଭକ୍ତର ମାନସିକ ପୂରଣ ହୁଏ ବୋଲି ଦୃଢ଼ ବିଶ୍ୱାସ ରହିଛି ।

ଆଦ୍ୟାଶକ୍ତି ମା’ ଭଦ୍ରକାଳୀ ସୃଷ୍ଟିର ସମସ୍ତ ଶକ୍ତିର ଅଧିକାରିଣୀ ଜଗତର ପାଳନକର୍ତ୍ତି । ସମସ୍ତ ଜୀବ ଜଗତ, ପ୍ରାଣୀ ଜଗତ ତଥା ଉଦ୍ଭିଦ ଜଗତ, ଜଳ, ସ୍ଥଳ ସର୍ବତ୍ର ତାଙ୍କର ସତ୍ତା ଉପଲବ୍ଧି ହେଉଛି । ଆସନ୍ତାକାଲି ମା’ ପଦ୍ମାସନା ହଂସ ବାହନରେ ମହାସରସ୍ୱତୀ ବେଶରେ ଦର୍ଶନ ଦେବେ  ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା