Masthead

ଆଜି ସିରିଶାଙ୍କ ମହାକାଶ ଯାତ୍ରା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତୀୟ ବଂଶୋଦ୍ଭବ ସିରିଶା ବାନ୍ଦଲା ରବିବାର ମହାକାଶ ଯାତ୍ରା କରିବେ । ରବିବାର ଆମେରିକାର ବିଲିୟନେୟାର ତଥା ଭର୍ଜିନ ଗାଲାକ୍ଟିକ୍ ମାଲିକ ରିଚାର୍ଡ ବ୍ରାନସନଙ୍କ ସହ ନ୍ୟୁ ମେକି୍ସକୋରୁ ମହାକାଶକୁ ଯାତ୍ରା କରିବେ । ଆନ୍ଧ୍ରପ୍ରଦେଶର ଗୁଣ୍ଡୁର ଜିଲ୍ଲାରେ ଜନ୍ମିତ ୩୪ ବର୍ଷୀୟ ଏରୋନଟିକାଲ ଇଞ୍ଜିନିୟର ସିରଶା ଟେକାସ ହ୍ୟୁଷ୍ଟନରେ ବଡ଼ ହୋଇଥିଲେ ।

ମହାକାଶ ଯାତ୍ରା କରିବାରେ କଳ୍ପନା ଚାୱାଲା ଏବଂ ସୁନିତା ୱିଲିୟମ୍ସଙ୍କ ପରେ ସିରିଶା ତୃତୀୟ ଭାରତୀୟ ବଂଶୋଦ୍ଭବ ହେବ । ଭର୍ଜିନ ଗାଲାକ୍ଟିକ୍ ସ୍ପେସକ୍ରାଫ୍ଟରେ ସେ ରିସର୍ଚ୍ଚର ଏକ୍ସପେରିଏନ୍ସ ଦାୟିତ୍ୱ ତିଲାଇବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି