Masthead

ଆଜି ପ୍ରସିଦ୍ଧ ଶୁଲିଆ ଯାତ୍ରା

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ବଲାଙ୍ଗିରର ପ୍ରସିଦ୍ଧ ଶୁଲିଆ ଯାତ୍ରା ପାଳନ ହୋଇଛି । ଚଳିତବର୍ଷ ଏହି ଯାତ୍ରା ୩ ଦିନ ଧରି ଅନୁଷ୍ଠିତ ହେବ । ରକ୍ତ ରଞ୍ଜିତ ହେବ ବଡଖଳା ଓ ସାନ ଖଳା । ଯାତ୍ରାକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ବ୍ୟାପକ ଫୋର୍ସ ମୁତୟନ କରାଯାଇଛି । ଆଦିବାସୀ ସମ୍ପ୍ରଦାୟ ପକ୍ଷରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଖଇରଗୁଡା ସ୍ଥିତ ଖଳାରେ ଶହ ଶହ ସଂଖ୍ୟାରେ ପଶୁଙ୍କ ବଳି ଦିଆଯାଏ । ଯାତ୍ରାରେ ସ୍ଥାନୀୟ ବିଧାୟକ ନରସିଂହ ମିଶ୍ର, ଉତ୍କଳ କନ୍ଧ ସମାଜ କେନ୍ଦ୍ରୀୟ କମିଟି ସଭାପତି ଚିନ୍ତାମଣି ଭୋଇ, କଳାହାଣ୍ଡି କନ୍ଧ ସମାଜ ସଭାପତି ପ୍ରକାଶ ମାଝି, ବଲାଙ୍ଗିର ଓ ସୋନପୁର ୧୮ ପ୍ରଗଣାର ସଭାପତିମାନେ ଯୋଗ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ