Masthead

ଆଜି ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ଫାଇନାଲ ମ୍ୟାଚ୍

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ବିଶ୍ୱ ଟେଷ୍ଟ ଚାମ୍ପିଆନସିପ୍ର ଫାଇନାଲ ମ୍ୟାଚ । ଭାରତ ଓ ନ୍ୟୁଜଲ୍ୟାଣ୍ଡ ମଧ୍ୟରେ ଇଂଲଣ୍ଡର ସାଉଥମ୍ପଟନରେ ଖେଳାଯିବ ଫାଇନାଲ ମ୍ୟାଚ । ତେବେ ଏହି ମ୍ୟାଚକୁ କ୍ରିକେଟ ପ୍ରେମୀ ଆବେଗର ସହ ଚାହିଁ ରହିଥିଲେ । କାରଣ ଦୁଇବର୍ଷର ଲମ୍ବା ଲଢ଼େଇ ପରେ ହେବ ଫାଇନାଲ୍ ଟକ୍କର। ୨୦୧୯ ମସିହାରୁ ଆରମ୍ଭ ହୋଇଥିବା ବିଶ୍ବ ଟେଷ୍ଟ୍ ଚାମ୍ପିଅନସିପର ମେଗା ଫାଇନାଲ୍ ବିଶ୍ବର ଦୁଇ ଶ୍ରେଷ୍ଠ ଟେଷ୍ଟ୍ ଦଳ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ । ଭାରତୀୟ କ୍ରିକେଟ୍ ଦଳ ତା’ର ଚର୍ଚ୍ଚିତ ଅଧିନାୟକ ବିରାଟ କୋହଲିଙ୍କ ନେତୃତ୍ବରେ ପ୍ରଥମ ଆଇସିସି ଟ୍ରଫି ଜିତିବା ଲକ୍ଷ୍ୟରେ ରହିବ।

ଅନ୍ୟପକ୍ଷରେ ନ୍ୟୁଜିଲାଣ୍ଡ ଆଇସିସି ପ୍ରତିଯୋଗିତାର ‘ଫାଇନାଲ୍’ ଦୁର୍ଭାଗ୍ୟକୁ ଦୂର କରିବା ଆଶାରେ ଓହ୍ଲାଇବ। କ୍ରିକେଟର ଲମ୍ବା ଫର୍ମାଟ ଟେଷ୍ଟ ଖେଳୁଥିବା ସମସ୍ତ ଦେଶ ପରସ୍ପର ମଧ୍ୟରେ ଘରୋଇ ମାଟିରେ ଓ ବିଦେଶରେ ମ୍ୟାଚ ଖେଳିଥିଲେ । ପରେ ଭାରତ ଓ ନ୍ୟୁଜିଲାଣ୍ଡ ସର୍ବାଧିକ ପଏଣ୍ଟ ଓ ବିଜୟ ପ୍ରତିଶତ ଆଧାରରେ ଫାଇନାଲରେ ପହଞ୍ଚିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ