Masthead

ଆଜି ମହାକାର୍ତ୍ତିକର ପ୍ରଥମ ସୋମବାର

(ବଡ଼ ଖବର ବ୍ୟୁରୋ): ଆଜି ହେଉଛି ପବିତ୍ର କାର୍ତ୍ତିକ ମାସର ପ୍ରଥମ ସୋମବାର । ଏ ନେଇ ରାଜ୍ୟର ବିଭିନ୍ନ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ ଲାଗିଛି । ମହାଦେବଙ୍କ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ସେପଟେ ଶ୍ରୀକ୍ଷେତ୍ର ପୁରୀରେ ମଧ୍ୟ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି । ସକାଳୁ ସକାଳୁ ସ୍ନାନ ସାରି ଶ୍ରଦ୍ଧାଳୁ ମାନେ ପୂଜାର୍ଚ୍ଚନା କରୁଛନ୍ତି ।

ଚଳିତ ବର୍ଷ କରୋନା କଟକଣା ଥିବାରୁ ହବିଷ୍ୟାଳିଙ୍କ ଭିଡ ନାହିଁ । ହବିଷ୍ୟାଳିଙ୍କୁ ପୁରୀ ନଆସିବା ପାଇଁ ପୁରୀ ଜିଲ୍ଲା ପ୍ରଶାସନ ଅନୁରୋଧ କରିଛନ୍ତି । ତେବେ କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ୱରଙ୍କ ଦର୍ଶନ କରିପାରୁନାହାନ୍ତି ଶ୍ରଦ୍ଧାଳୁ । କୋଭିଡ କଟକଣା ପାଇଁ ବାବାଙ୍କ ପୀଠ ଭକ୍ତଶୂନ୍ୟ ହୋଇପଡିଛି । ବାବାଙ୍କ ପୀଠରେ ୧୪୪ ଧାରା ଲାଗୁ କରାଯାଇଛି । ଭୋର ୪ ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ଏହି ନିୟମ ବଳବତ୍ତର ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି