Masthead

ଆଜି ସର୍ବାଧିକ ୪୫ ଜଣଙ୍କ ମୁଣ୍ଡ ନେଲା ମହାମାରୀ କରୋନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଉଛି କରୋନା ଜନିତ ମୃତ୍ୟୁ ସଂଖ୍ୟା । ଗତ ୨୪ଘଣ୍ଟାରେ ସର୍ବାଧିକ ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି । ରାଜ୍ୟରେ ଆଜି ୪୫ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ଜଣଙ୍କ ମୃତ୍ୟୁ ହୋଇଛି ।

ସୁନ୍ଦରଗଡ଼ରୁ ୪, ଗଞ୍ଜାମ ଓ ପୁରୀରୁ ୩, ବରଗଡ଼, ଗଜପତି, ସମ୍ବଲପୁର, ଯାଜପୁର, ଜଗତସିଂହପୁର, ମୟୁରଭଞ୍ଜ, ଝାରସୁଗୁଡ଼ା ଓ ସୁବର୍ଣ୍ଣପୁରରୁ ୨ । ଅନ୍ୟ ୩ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩୦୮୦କୁ ବୃଦ୍ଧି ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ