Masthead

ଆଜି ପବିତ୍ର ଧନୁ ସଂକ୍ରାନ୍ତି

ଶ୍ରୀମନ୍ଦିରରେ ଆଜିଠୁ ପହିଲି ଭୋଗ । ପ୍ରଶାସନର ସ୍ୱତନ୍ତ୍ର ନୀତି ୧୪ ତାରିଖ ଯାଏଁ ଚାଲିବ ନୀତିକାନ୍ତି । ଆଜିଠୁ ଏକମାସ ଯାଏଁ ହେବ ମହାପ୍ରଭୁଙ୍କ ପହିଲି ଭୋଗ ନୀତି । ଏଥିପାଇଁ ଶ୍ରୀମନ୍ଦଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତିକାନ୍ତି କରାଯାଇଛି । ପ୍ରତ୍ୟୁଷରୁ ଠାକୁରଙ୍କ ପହିଲି ଭୋଗ ନୀତି ହେବ । ଧନୁ ସଂକ୍ରାନ୍ତିଠାରୁ ଆସନ୍ତା ମକର ସଂକ୍ରାନ୍ତି ୧୪ ତାରିଖ ଯାଏଁ ପହିଲି ଭୋଗ ନୀତି ଅନୁଷ୍ଠିତ ହେବ । କିମ୍ବଦନ୍ତୀ ଅନୁସାରେ ମା ଲକ୍ଷ୍ମୀ ଏହି ସମୟରେ ବାପ ଘରକୁ ଯାଇଥିବାରୁ ଯଶୋଦା ଅତି ଆଗ୍ରହର ସହ ଶ୍ରୀକୃଷ୍ଣଙ୍କ ପାଇଁ ସ୍ୱାଦିଷ୍ଟ ପିଠା ତିଆରି କରି ପରସି ଦେଇଥାନ୍ତି । ଏହି ଏନୁସାରେ ଶ୍ରୀମନ୍ଦିରରେ ପହିଲି ଭୋଗ ନୀତି କରାଯାଇଥିଏ । ଏହି ଦିନରେ ଠାକୁରଙ୍କ ପାଖରେ ଉଖୁଡା ବା ମୁଆଁ ଭୋଗ ଲାଗି କରାଯାଇଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ