Masthead

ଆଜି ପବିତ୍ର ଧନୁ ସଂକ୍ରାନ୍ତି

ଶ୍ରୀମନ୍ଦିରରେ ଆଜିଠୁ ପହିଲି ଭୋଗ । ପ୍ରଶାସନର ସ୍ୱତନ୍ତ୍ର ନୀତି ୧୪ ତାରିଖ ଯାଏଁ ଚାଲିବ ନୀତିକାନ୍ତି । ଆଜିଠୁ ଏକମାସ ଯାଏଁ ହେବ ମହାପ୍ରଭୁଙ୍କ ପହିଲି ଭୋଗ ନୀତି । ଏଥିପାଇଁ ଶ୍ରୀମନ୍ଦଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତିକାନ୍ତି କରାଯାଇଛି । ପ୍ରତ୍ୟୁଷରୁ ଠାକୁରଙ୍କ ପହିଲି ଭୋଗ ନୀତି ହେବ । ଧନୁ ସଂକ୍ରାନ୍ତିଠାରୁ ଆସନ୍ତା ମକର ସଂକ୍ରାନ୍ତି ୧୪ ତାରିଖ ଯାଏଁ ପହିଲି ଭୋଗ ନୀତି ଅନୁଷ୍ଠିତ ହେବ । କିମ୍ବଦନ୍ତୀ ଅନୁସାରେ ମା ଲକ୍ଷ୍ମୀ ଏହି ସମୟରେ ବାପ ଘରକୁ ଯାଇଥିବାରୁ ଯଶୋଦା ଅତି ଆଗ୍ରହର ସହ ଶ୍ରୀକୃଷ୍ଣଙ୍କ ପାଇଁ ସ୍ୱାଦିଷ୍ଟ ପିଠା ତିଆରି କରି ପରସି ଦେଇଥାନ୍ତି । ଏହି ଏନୁସାରେ ଶ୍ରୀମନ୍ଦିରରେ ପହିଲି ଭୋଗ ନୀତି କରାଯାଇଥିଏ । ଏହି ଦିନରେ ଠାକୁରଙ୍କ ପାଖରେ ଉଖୁଡା ବା ମୁଆଁ ଭୋଗ ଲାଗି କରାଯାଇଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା