Masthead

ଆଜି ପବିତ୍ର ଶ୍ରୀରାମ ନବମୀ

ଭୁବବେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ଶ୍ରୀରାମ ନବମୀ । ମର୍ଯ୍ୟଦା ପୁରୁଷେIତ୍ତମ ପ୍ରଭୁ ଶ୍ରୀରାମଙ୍କ ଜନ୍ମଦିବସ । ପ୍ରତିଟି ହିନ୍ଦୁ ଭକ୍ତି ଓ ନିଷ୍ଠାର ସହ ଏହି ଦିବସକୁ ପାଳନ କରିଥାନ୍ତି । ଶ୍ରଦ୍ଧାଳୁମାନେ ଉପବାସ ରହି ପ୍ରଭୁ ଜାନକୀନାଥଙ୍କୁ ଆରଧନା କରନ୍ତି । ପରିବାରର ସୁଖ ମନାସିଥାନ୍ତି । କିନ୍ତୁ ଅଦୃଶ୍ୟ ଭାଇରସ କରୋନାର ଦ୍ୱିତୀୟ ଲହର ସମସ୍ୟା ସୃଷ୍ଟି କରିଛି ।

ବଢାଇଛି ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଦୂରତା । ସମସ୍ତ ଧର୍ମାନୁଷ୍ଠାନ ଭକ୍ତଙ୍କ ପାଇଁ ବନ୍ଦ ଥିବାରୁ ମନ୍ଦିରଗୁଡିକ ଖାଁ ଖାଁ । ଭକ୍ତମାନେ ଘରେ ପ୍ରଭୁ ଶ୍ରୀରାମଙ୍କୁ କରୁଛନ୍ତି ସୁମରଣା । ଏହାକୁ ନେଇ ଟ୍ୱିଟ କରି ଉଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ