Masthead

ଆଜି ଆଇପିଏଲ ଫାଇନାଲ

ଅହମ୍ମଦାବାଦ  (ବଡ଼ ଖବର ବ୍ୟୁରୋ):  ଆଜି ଖେଳାଯିବ ଆଇପିଏଲ ଫାଇନାଲ ମ୍ୟାଚ । ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ ଗୁଜରାଟ ଟାଇଟନ୍ସ-ଚେନ୍ନାଇ ସୁପର କିଙ୍ଗସ୍ । ଗତକାଲି ବର୍ଷା ଯୋଗୁଁ ସ୍ଥଗିତ ରଖାଯାଇଥିଲା ମ୍ୟାଚ୍ । ଆଜି ଷ୍ଟାଡିୟମରେ ହେ ଟକ୍କର । ଟ୍ରଫି ପାଇଁ ଲଢିବେ ଧୋନୀ ବାହିନୀ ଓ ପାଣ୍ଡ୍ୟା ବାହିନୀ । ଚେନ୍ନାଇ ଏଯାଏଁ ୪ ଥର ଆଇପିଏଲ ଟ୍ରଫି ବି ହାତେଇ ଥିବା ବେଳେ ମୁମ୍ବାଇ ଇଣ୍ଡିଆନ୍ସ ସବୁଠୁ ଅଧିକ ୫ ଥର ଆଇପିଏଲ ଟ୍ରଫି ଜିତିଛି ।

ତେଣୁ ଏଥର ଟାଇଟେଲ ଜିତି ମୁମ୍ବାଇ ସହ ସମକକ୍ଷ ହେବାକୁ ସବୁ ପ୍ରକାର ଚେଷ୍ଟା କରିବ ଚେନ୍ନାଇ । ସେପଟେ ଏହା ଧୋନୀଙ୍କ ଶେଷ ଆଇପିଏଲ ହୋଇପାରେ ବୋଲି ଚର୍ଚ୍ଚା ହେଉଛି । ସେପଟେ ଗୁଜରାଟ ଟାଇଟନ୍ସ ଖେଳାଳି ବି ଦମଦାର ଫର୍ମରେ ଅଛନ୍ତି । ଧୋନୀଙ୍କ ପାଇଁ ଚ୍ୟାଲେଞ୍ଜ ହୋଇପାରନ୍ତି ଶୁଭନମ ଗିଲ । ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ଗତବର୍ଷ ବି ଟାଇଟଲ ଜିତିଥିଲା ଗୁଜରାଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା