Masthead

ଦିଲ୍ଲୀ ନିର୍ବାଚନ ପ୍ରଚାରର ଆଜି ଅନ୍ତିମ ଦିନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀରେ ନିର୍ବାଚନ ପ୍ରଚାରର ଆଜି ଅନ୍ତିମ ଦିନ । ଏହି ସମୟରେ ଦଳ ଗୁଡ଼ିକ ସେମାନଙ୍କର ପୂର୍ଣ୍ଣ ଶକ୍ତି ଦେଖାଉଛନ୍ତି । ସୋମବାର ୫ଟାରେ ନିର୍ବାଚନ ପ୍ରଚାର ଶେଷ ହେବ। ନିର୍ବାଚନ ପ୍ରଚାରର ଶେଷ ଦିନରେ, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ସମେତ ଅନେକ ବଡ଼ ନେତା ରାଜଧାନୀରେ ରାଲି ଏବଂ ରୋଡ ଶୋ’ କରିବେ। ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ମତଦାନ ବୁଧବାର (ଫେବୃଆରୀ ୫) ରେ ଅନୁଷ୍ଠିତ ହେବ। ସୋମବାର ୫ଟା ପରେ କୌଣସି ଦଳ କିମ୍ବା ପ୍ରାର୍ଥୀ ପ୍ରଚାର କରିପାରିବେ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ