Masthead

ଆସି ସରିବ ପ୍ରଚାର, ମହାରାଷ୍ଟ୍ର ଓ ଝାଡଖଣ୍ଡରେ ଅଗ୍ନି ପରୀକ୍ଷା

ମୁମ୍ବାାଇ (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୦ରେ ଝାଡ଼ଖଣ୍ଡରେ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଲାଗି ଆଜି ସରିବ ପ୍ରଚାର। ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୩୮ ଆସନ ଲାଗି ହେବ ଭୋଟ। ଗତ ୧୩ ତାରିଖରେ ୪୩ ଆସନରେ ହୋଇଥିଲା ଭୋଟ। ନିର୍ବାଚନରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ପତ୍ନୀ କଳ୍ପନା ସୋରେନ, ଭାଇ ବସନ୍ତ ସୋରେନ, ପୂର୍ବତନ ମୁଖ୍ୟମନ୍ତ୍ରୀ ବାବୁଲାଲ ମାରାଣ୍ଡି ପ୍ରମୁଖଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ।

ଆଜି ପ୍ରଚାରର ଶେଷ ଦିନ ହୋଇଥିବାରୁ ସମସ୍ତ ରାଜନୈତିକ ଦଳ ଧୁଆଁଧାର ପ୍ରଚାର କରି ଶେଷ ମୁହୂର୍ତରେ ଭୋଟରଙ୍କ ମନ ଜିଣିବାକୁ ଉଦ୍ୟମ କରିବେ । ସେପଟେ ମହାରାଷ୍ଟ୍ରରେ ମଧ୍ୟ ଆଜି ପ୍ରଚାରର ଶେଷ ହେବ । ଇଣ୍ଡି ମେଣ୍ଟ ଓ ଏନଡିଏ ମେଣ୍ଟ ପକ୍ଷରୁ ପ୍ରଚାରର ଶେଷ ଦିନରେ ରାଲି, ରୋଡ ସୋ ଓ ପ୍ରଚାର ସଭା କରି ଭୋଟ ମାଗିବେ ବଡ଼ ବଡ଼ ନେତା । ମହାରାଷ୍ଟ୍ରରେ ବୁଧବାର ୨୮୮ଆସନରେ ଭୋଟ ଗ୍ରହଣ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା