Masthead

ଆଜି ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରବିବାର ପ୍ରଧାନମନ୍ତ୍ରୀଙ୍କ ମନ କି ବାତ୍ କାର୍ଯ୍ୟକ୍ରମ । ଏହା ହେଉଛି ୭୮ତମ ସଂସ୍କରଣ । ଦିନ ୧୧ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କରୋନାର ତୃତୀୟ ଲହର ଓ ଟୀକାକରଣ ନେଇ ଆଲୋଚନା ହେବା ନେଇ ସୂଚନା ମିଳିଛି ।

ଶେଷଥର ପାଇଁ ମେ ୩୦ରେ ଦେଶବାସୀଙ୍କୁ ମନର କଥା କହିଥିଲେ ମୋଦି। କୋରୋନା ସହିତ ବାତ୍ୟା ମୁକାବିଲାରେ ଦେଶବାସୀଙ୍କ ଧର୍ଯ୍ୟକୁ ପ୍ରଶଂସା କରିଥିଲେ ମୋଦି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା