Masthead

ଆଜି ଦ୍ୱିତୀୟ ଦିନରେ କାଳିଆ ଦର୍ଶନ, ଭକ୍ତ ବିଭୋର

ପୁରୀ(ବଡ଼ ଖବର ବ୍ୟୁରୋ): ଦ୍ୱିତୀୟ ଦିନରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ବିଶ୍ୱବାସୀ । ଶ୍ରଦ୍ଧାଳୁମାନେ କୋଭିଡ଼ ନେଗେଟିଭ ରିପୋର୍ଟ ଦେଖାଇ ଶ୍ରୀମନ୍ଦିର ମଧ୍ୟକୁ ପ୍ରବେଶ କରି ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି । ଏହା ସହିତ ପୂର୍ବରୁ ଜାରି କରାଯାଇଥିବା ଏସଓପି ବଳବତର ରହିବ । ଗତକାଲି ୫ରୁ ୭ ହଜାର ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ମାର୍କେଟ ଛକ ଠାରୁ ହୋଇଥିବା ବ୍ୟାରିକେଡ଼ ଦେଇ ଶ୍ରୀମନ୍ଦିର ସିଂହ ଦ୍ୱାର ଦେଇ ପ୍ରବେଶ କରି ଉତ୍ତର ଦ୍ୱାର ଦେଇ ପ୍ରସ୍ତାନ କରୁଛନ୍ତି ଭକ୍ତ । ଏଥିସହ ମାସ୍କ ପରିଧାନ କରି ସାମାଜିକ ଦୂରତା ରକ୍ଷା କରିବା ଓ ସାନିଟାଇଜ କରିବା ବାଧ୍ୟତାମୂଳକ କରାଯାଇଛି । ଯେଉଁଭଳି ଭାବେ ପୁରୀବାସୀଙ୍କ ପାଇଁ ସ୍ୱତନ୍ତ୍ର କିଓସ୍କର ବ୍ୟବହାର କରାଯାଉଥିଲା ଠିକ୍ ସେହିପରି ଆଜି ମଧ୍ୟ ସର୍ବସାଧାରଣଙ୍କ ପାଇଁ ଫଟୋଗ୍ରାଫି ବ୍ୟବସ୍ଥା କରାଯାଇଛି । ଶୃଙ୍ଖଳିତ ଦର୍ଶନ ପାଇଁ ଓ ସୁରକ୍ଷା ବ୍ୟବସ୍ଥା ପାଇଁ ୧୮ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା