Masthead

ଶୀତ ଅଧିବେଶନର ଆଜି ଦ୍ୱିତୀୟ ଦିନ, ସରଗରମ ରହିପାରେ ଗୃହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ଶୀତ ଅଧିବେଶନର ଆଜି ଦ୍ୱିତୀୟ ଦିନ । ଗୃହକାର୍ୟ୍ୟ ଆଜି ସ୍ବାଭାବିକ ହେବ ନା ଗତକାଲି ଭଳି ସରଗରମ ରହିବ । ପ୍ରଥମ ଦିନରେ ଆମ୍ବଟାକୁଆ ମୃତ୍ୟୁ ପ୍ରସଙ୍ଗରେ ବିଧାନସଭାରେ ହଙ୍ଗାମା କରିଥିଲେ କଂଗ୍ରେସ ବିଧାୟକ । ଘଟଣାରେ ବିଚାର ବିଭାଗୟୀ ତଦନ୍ତ ଦାବି କରିଛନ୍ତି । ଏହାସହ ବାଚସ୍ପତିଙ୍କ ପୋଡିୟମ ତଳେ ନାରାବାଜି କରିଥିଲେ କଂଗ୍ରେସ ସଦସ୍ୟ । ଆରଡିସିସ୍ତରୀୟ ତଦନ୍ତ ଯଥେଷ୍ଟ ନୁହେଁ ।

ଅନାହାର ମୃତ୍ୟୁ ପଛର କାରଣ ସରକାର ଖୋଜନ୍ତୁ ବୋଲି କଂଗ୍ରେସ କହିଛି । କଂଗ୍ରେସ ଓ ବିଜେଡିର ହଙ୍ଗାମା ଭିତରେ ଶେଷ ହୋଇଛି ବିଧାନସଭାର ପ୍ରଥମ ଦିନ । ଆଜି ଦ୍ବିତୀୟ ଦିନରେ ଗୃହକାର୍ୟ୍ୟ କିଭଳି ରହିବ ତାହା ବଡ଼ ପ୍ରଶ୍ନ । କୃଷି ଓ କୃଷକ ସଶକ୍ତିକରଣ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ଶକ୍ତି, ସମବାୟ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ, ବୟନ ଶିଳ୍ପ, ଗଝଗଋ, ବିଜ୍ଞାନ ଓ କାରିଗରୀ ବିଭାଗର ପ୍ରଶ୍ନ କାଳ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ 🔴 ଉତ୍ତର-ପୂର୍ବ ରାଜ୍ୟରେ ବର୍ଷା ବିତ୍ପାତ, ୩୦ ମୃତ 🔴 ‘ଖୁବ୍‌ଶୀଘ୍ର ଆରମ୍ଭ ହେବ ଶ୍ରୀମନ୍ଦିରରେ ଆଣ୍ଟିଡ୍ରୋନ୍‌ ଟେକ୍ନୋଲୋଜି’ 🔴 ଦେଶରେ ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା 🔴 ୮ ରାଜ୍ୟର ୧୫ ସ୍ଥାନରେ ଏନଆଇଏ ରେଡ୍ 🔴 ବଦଳିବ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ନାଁ 🔴 ବ୍ରହ୍ମପୁର R&B ଡିଭିଜନ AEEଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ରଜିତ ଗୁପ୍ତା ହେଲେ JEE ଆଡଭାନ୍ସ ଟପ୍ପର 🔴 ରାଜୀବ ଶୁକ୍ଳା ହୋଇପାରନ୍ତି ବିସିସିଆଇର ସଭାପତି 🔴 ଫାଇନାଲରେ ପଞ୍ଜାବ କିଙ୍ଗସ୍‌ 🔴 ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ 🔴 ଉତ୍ତର-ପୂର୍ବ ରାଜ୍ୟରେ ବର୍ଷା ବିତ୍ପାତ, ୩୦ ମୃତ 🔴 ‘ଖୁବ୍‌ଶୀଘ୍ର ଆରମ୍ଭ ହେବ ଶ୍ରୀମନ୍ଦିରରେ ଆଣ୍ଟିଡ୍ରୋନ୍‌ ଟେକ୍ନୋଲୋଜି’ 🔴 ଦେଶରେ ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା 🔴 ୮ ରାଜ୍ୟର ୧୫ ସ୍ଥାନରେ ଏନଆଇଏ ରେଡ୍ 🔴 ବଦଳିବ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ନାଁ 🔴 ବ୍ରହ୍ମପୁର R&B ଡିଭିଜନ AEEଙ୍କ ଘରେ ଭିଜିଲାନ୍ସ ରେଡ୍