Masthead

ଆଜି ବି କମ୍ପିବ ବିଧାନସଭା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ଅଧିବେଶନର ଆଜି ଷଷ୍ଠ ଦିନ । ଆଜି ବି ସରଗରମ ରହିବ ଗୃହ ।ବିରୋଧୀଙ୍କ ପ୍ରତିବାଦ ଯୋଗୁଁ ଚାଲି ପାରୁନି ଗୃହ । ନାରୀ ସୁରକ୍ଷାକୁ ନେଇ ସରକାରଙ୍କୁ ଘେରି ପାରନ୍ତି ବିରୋଧୀ । ଆଜି ପ୍ରଶ୍ନ କାଳରେ କୃଷି ଓ କୃଷକ ସଶକ୍ତି କାରଣ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ମସ୍ୟ ଓ ପ୍ରାଣୀ ସମ୍ପଦ, ଶକ୍ତି, ସମବାୟ, ବୟନ ଶିଳ୍ପ, ହସ୍ତତନ୍ତ୍ର ଓ ହସ୍ତ ଶିଳ୍ପ, ସୁକ୍ଷ୍ମ, ଖୁଦ୍ର ଓ ମାଧ୍ୟମ ଉଦ୍ୟୋଗ, ବିଜ୍ଞାନ ଓ କାରିଗରୀ ବିଭାଗର ପ୍ରଶ୍ନ ଉତ୍ତର ଆଲୋଚନା ରହିଛି । କିନ୍ତୁ ୫ ଦିନ ଧରି ସାର, ପଞ୍ଚାୟତ ରାଜ ବ୍ୟବସ୍ଥାରେ ଜନପ୍ରତିନିଧିଙ୍କ କ୍ଷମତା ସଂକୁଚିତ, ଏବଂ ନାରୀ ସୁରକ୍ଷା ଏବଂ ଅନାସ୍ଥାକୁ ନେଇ ଗୃହରେ ବିରୋଧୀ ହଙ୍ଗାମା ଜାରି ରଖିଛନ୍ତି ।

ବିଜେଡି ସାର ପରେ ପଞ୍ଚାୟତରାଜ ବ୍ୟବସ୍ଥାରେ ଜନପ୍ରତିନିଧିଙ୍କ କ୍ଷମତାକୁ ସଂକୁଚିତ କରିବାକୁ ଗୃହରେ ହଟଗୋଳ କରିବା ସହିତ ଗାନ୍ଧୀ ପ୍ରତିମୂର୍ତ୍ତି ତଳେ ଧାରଣା ଦେଇଥିଲେ । ଆଜି ପୁଣି ସେହି ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିପାରେ ବିଜେଡି ଏପଟେ କଂଗ୍ରେସ ନାରୀ ସୁରକ୍ଷା ପ୍ରସଙ୍ଗ ଗୃହରେ ଉଠାଇ ସରକାରଙ୍କୁ ଘେରିପାରେ । କାରଣ ମହିଳା କଂଗ୍ରେସ ପକ୍ଷରୁ ନାରୀ ସୁରକ୍ଷାକୁ ନେଇ ଆନ୍ଦୋଳନ ଡାକରା ଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ