Masthead

ଆଜି ବି କମ୍ପିବ ବିଧାନସଭା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ଅଧିବେଶନର ଆଜି ଷଷ୍ଠ ଦିନ । ଆଜି ବି ସରଗରମ ରହିବ ଗୃହ ।ବିରୋଧୀଙ୍କ ପ୍ରତିବାଦ ଯୋଗୁଁ ଚାଲି ପାରୁନି ଗୃହ । ନାରୀ ସୁରକ୍ଷାକୁ ନେଇ ସରକାରଙ୍କୁ ଘେରି ପାରନ୍ତି ବିରୋଧୀ । ଆଜି ପ୍ରଶ୍ନ କାଳରେ କୃଷି ଓ କୃଷକ ସଶକ୍ତି କାରଣ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ମସ୍ୟ ଓ ପ୍ରାଣୀ ସମ୍ପଦ, ଶକ୍ତି, ସମବାୟ, ବୟନ ଶିଳ୍ପ, ହସ୍ତତନ୍ତ୍ର ଓ ହସ୍ତ ଶିଳ୍ପ, ସୁକ୍ଷ୍ମ, ଖୁଦ୍ର ଓ ମାଧ୍ୟମ ଉଦ୍ୟୋଗ, ବିଜ୍ଞାନ ଓ କାରିଗରୀ ବିଭାଗର ପ୍ରଶ୍ନ ଉତ୍ତର ଆଲୋଚନା ରହିଛି । କିନ୍ତୁ ୫ ଦିନ ଧରି ସାର, ପଞ୍ଚାୟତ ରାଜ ବ୍ୟବସ୍ଥାରେ ଜନପ୍ରତିନିଧିଙ୍କ କ୍ଷମତା ସଂକୁଚିତ, ଏବଂ ନାରୀ ସୁରକ୍ଷା ଏବଂ ଅନାସ୍ଥାକୁ ନେଇ ଗୃହରେ ବିରୋଧୀ ହଙ୍ଗାମା ଜାରି ରଖିଛନ୍ତି ।

ବିଜେଡି ସାର ପରେ ପଞ୍ଚାୟତରାଜ ବ୍ୟବସ୍ଥାରେ ଜନପ୍ରତିନିଧିଙ୍କ କ୍ଷମତାକୁ ସଂକୁଚିତ କରିବାକୁ ଗୃହରେ ହଟଗୋଳ କରିବା ସହିତ ଗାନ୍ଧୀ ପ୍ରତିମୂର୍ତ୍ତି ତଳେ ଧାରଣା ଦେଇଥିଲେ । ଆଜି ପୁଣି ସେହି ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିପାରେ ବିଜେଡି ଏପଟେ କଂଗ୍ରେସ ନାରୀ ସୁରକ୍ଷା ପ୍ରସଙ୍ଗ ଗୃହରେ ଉଠାଇ ସରକାରଙ୍କୁ ଘେରିପାରେ । କାରଣ ମହିଳା କଂଗ୍ରେସ ପକ୍ଷରୁ ନାରୀ ସୁରକ୍ଷାକୁ ନେଇ ଆନ୍ଦୋଳନ ଡାକରା ଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି