Masthead

ଆଜି ମୌସୁମୀ ଅଧିବେଶନର ତୃତୀୟ ଦିନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ସଂସଦରେ ମୌସୁମୀ ଅଧିବେଶନର ତୃତୀୟ ଦିନ । ଶୁକ୍ରବାରଠୁ ଅଚଳ ଥିଲା ଗୃହ । ଆଜ ପୂର୍ବାହ୍ନ ୧୧ଟାରେ କାର୍ଯ୍ୟ ଆରମ୍ଭ ହେବ । ଆଜି ମଧ୍ୟ ମଣିପୁର ବର୍ବରତାକୁ ନେଇ ହୋଇପାରେ ହଙ୍ଗାମା । ମଣିପୁରରେ ଦୁଇ କୁକି ସଂପ୍ରଦାୟର ମହିଳାଙ୍କୁ ନିବସ୍ତ୍ର ଘଟଣାକୁ ନେଇ ଜୋର ଧରିଛି ରାଜନୀତି । କେନ୍ଦ୍ର ସରକାରଙ୍କୁ ଘେରିବାକୁ ରଣନୀତି କରିଛନ୍ତି ବିରୋଧୀ । ଏହି ପ୍ରସଙ୍ଗରେ ସଂସଦରେ ଆଲୋଚନା କରିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଂସଦରେ ବୟାନ ଦିଅନ୍ତୁ ବୋଲି ବିରୋଧୀ ଦଳର ନେତା ଦାବି କରିଛନ୍ତି ।

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଟୁଇଟ କରି ଲେଖିଛନ୍ତି, ସଂସଦର ଦୁଇ ସଦନରେ ଅଚଳାବସ୍ଥା ପାଇଁ ସରକାର ଦାୟୀ । ମଣିପୁର ବର୍ବରତାକୁ ନେଇ ସାରା ଦେଶ ଆଲୋଚନା କରୁଛି । ହେଲେ ସରକାର ଆଲୋଚନା କରିବାକୁ ଚାହୁଁ ନାହାନ୍ତି । କେନ୍ଦ୍ର ସରକାର ମଣିପୁର ପ୍ରସଙ୍ଗକୁ ଗମ୍ଭୀରତାର ସହ ନେଇଥିଲେ ସଂସଦରେ ଆଲୋଚନା କରିବାକୁ ରାଜି ହୁଅନ୍ତେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ