Masthead

ଆଜି ବିଦ୍ୟାଭାରତୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ବିଦ୍ୟାଭାରତୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ । ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାର ସତ୍ୟକୁ ଖୋଜିବାରେ ଲାଗିଛି କ୍ରାଇମବ୍ରାଞ୍ଚ। ପ୍ରଥମରୁ ଶେଷ ଯାଏଁ ଟିକନିକ କରି ତଦନ୍ତ କରୁଥିଲେ ମଧ୍ୟ ମୃତ୍ୟୁ ରହସ୍ୟ ଜାଣିବାରେ ବିଫଳ ହେଉଛି କ୍ରାଇମବ୍ରାଞ୍ଚ । ସେଥିପାଇଁ ଲାଇ ଡିଟେକ୍ସନ ଟେଷ୍ଟ ହିଁ କ୍ରାଇମବ୍ରାଞ୍ଚ ନିକଟରେ ଏକମାତ୍ର ବିକଳ୍ପ ଭାବେ ରହିଯାଇଛି।

ସୌମ୍ୟଙ୍କ ପରିବାର ପକ୍ଷରୁ ଦର୍ଶାଯାଇଥିବା ୩ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ପାରଳାଖେମୁଣ୍ଡି ଡିଏଫଓ ସଂଗ୍ରାମ କେଶରୀ ବେହେରା, ରୋଷେୟା ମନ୍ମଥ କୁମ୍ଭଙ୍କର ଲାଇ ଡିଟେକ୍ସନ ଟେଷ୍ଟ ସରିଛି। ଏବେ ବିଦ୍ୟାଭାରତୀଙ୍କର ପାଳି । ଆଜି କ୍ରାଇମବ୍ରାଞ୍ଚ ବିଦ୍ୟାଭାରତୀଙ୍କର ଲାଇ ଡିଟେକ୍ସନ ଟେଷ୍ଟ କରିବ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ