Masthead

ଆଜି ବିଦ୍ୟାଭାରତୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ବିଦ୍ୟାଭାରତୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ । ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାର ସତ୍ୟକୁ ଖୋଜିବାରେ ଲାଗିଛି କ୍ରାଇମବ୍ରାଞ୍ଚ। ପ୍ରଥମରୁ ଶେଷ ଯାଏଁ ଟିକନିକ କରି ତଦନ୍ତ କରୁଥିଲେ ମଧ୍ୟ ମୃତ୍ୟୁ ରହସ୍ୟ ଜାଣିବାରେ ବିଫଳ ହେଉଛି କ୍ରାଇମବ୍ରାଞ୍ଚ । ସେଥିପାଇଁ ଲାଇ ଡିଟେକ୍ସନ ଟେଷ୍ଟ ହିଁ କ୍ରାଇମବ୍ରାଞ୍ଚ ନିକଟରେ ଏକମାତ୍ର ବିକଳ୍ପ ଭାବେ ରହିଯାଇଛି।

ସୌମ୍ୟଙ୍କ ପରିବାର ପକ୍ଷରୁ ଦର୍ଶାଯାଇଥିବା ୩ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ପାରଳାଖେମୁଣ୍ଡି ଡିଏଫଓ ସଂଗ୍ରାମ କେଶରୀ ବେହେରା, ରୋଷେୟା ମନ୍ମଥ କୁମ୍ଭଙ୍କର ଲାଇ ଡିଟେକ୍ସନ ଟେଷ୍ଟ ସରିଛି। ଏବେ ବିଦ୍ୟାଭାରତୀଙ୍କର ପାଳି । ଆଜି କ୍ରାଇମବ୍ରାଞ୍ଚ ବିଦ୍ୟାଭାରତୀଙ୍କର ଲାଇ ଡିଟେକ୍ସନ ଟେଷ୍ଟ କରିବ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା