Masthead

ଆଜି ବିଶ୍ୱ ରେଡିଓ ଦିବସ

ପୁରୀ (ବଡ଼ ଖବର ବ୍ୟୁରୋ): ୧୩ ଫେବୃଆରୀ କୁ ବିଶ୍ୱ ରେଡିଓ ଦିବସ ଭାବେ ପାଳନ କରାଯାଏ। ୟୁନେସ୍କୋ ପକ୍ଷରୁ ଏହି ଦିବସ ଘୋଷଣା ପରେ ସାରା ବିଶ୍ୱରେ ୱାର୍ଲଡ଼ ରେଡିଓ ଡେ ଭାବେ ପାଳନ କରାଯାଉଛି। ବିଶେଷ କରି ରେଡିଓର ଇତିହାସ ବିଷୟରେ ଲୋକଙ୍କୁ ସଚେତନ କରାଇବା ଉଦେଶ୍ୟ ରେ ଏହି ଦିବସ ପାଳନ କରାଯାଉଛି। ତେବେ ଏହି ବିଶେଷ ଦିନ ଅବସର ରେ ପ୍ରଖ୍ୟାତ ବଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ତାଙ୍କ ବାଲୁକା ଚିତ୍ରକଳା ମାଧ୍ୟମରେ ବିଶ୍ୱ ରେଡିଓ ଦିବସର ଶୁଭେଚ୍ଛା ସାରା ବିଶ୍ୱବାସୀଙ୍କୁ ଦେଇଛନ୍ତି।

ପୁରୀ ବେଳାଭୂମିରେ ସେ ଏହି ଅତ୍ୟନ୍ତ ଆକର୍ଷଣୀୟ ବଲୁକା ଚିତ୍ରକଳାଟିକୁ ଗଢ଼ିଛନ୍ତି। ଯେଉଁଥିରେ ରେଡିଓର ଏକ ପ୍ରତିକୃତି ଥିବା ବେଳେ ରେଡିଓ ଉଦ୍ଭାବନ କରିଥିବା ମାର୍କୋନିଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ବର୍ତ୍ତମାନ ଟେଲିଭିଜନ ଓ ମୋବାଇଲ ଯୋଗୁ ରେଡିଓ ଚାହିଦା କମିଯାଇଥିଲେ ରେଡିଓର ଅଵଶ୍ୟକତା ଏବେବି ରହିଛି। ପୂର୍ବ ରୁ ରେଡିଓ ମାଧ୍ୟମ ରେ ହିଁ କେଵଳ ଲୋକଙ୍କୁ ସୂଚନା , ସଂଚାର ଏବଂ ମନୋରଞ୍ଜନ କରିପାରୁଥିଲା। ଯାହା ଏବେବି ଲୋକ ମାନେ ଭୁଲି ନାହାଁନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ