Masthead

ଆଜି ବିଶ୍ୱ ଆର୍ଦ୍ରଭୂମି ଦିବସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ନନ୍ଦନକାନନରେ ପାଳିତ ହୋଇଛି ବିଶ୍ୱ ଆଦ୍ରଭୂମି ଦିବସ । ସାରା ବିଶ୍ୱରେ ଆଜି ଦିନକୁ ଆର୍ଦ୍ରଭୂମି ଦିବସ ଭାବେ ପାଳନ କରାଯାଇଥାଏ । ଭାରତରେ ୩୫ଟି ଆର୍ଦ୍ରଭୂମି ଚିହ୍ନଟ କରାଯାଇଛି । ୧୯୭୧ ଠାରୁ ସାରା ବିଶ୍ୱରେ ଏହି ଦିବସ ପାଳନ କରାଯାଉଛି । ଭାରତରେ ୧୯୯୮ ଫେବୃଆରୀ ୨ତାରିଖରୁ ଏହି ଦିବସ ପାଳନ କରାଯାଉଛି ।

ନନ୍ଦନକାନନରେ ୨ଟି ଆର୍ଦ୍ରଭୂମି ଅଂଚଳ ରହିଛି । ଗୋଟିଏ କାଞ୍ଜିଆ ହ୍ରଦ ଏବଂ ଅନ୍ୟଟି ବଟାନୀକାଲ ଗାର୍ଡେନର କିଆକାଇଁ ହ୍ରଦ । ଆଦ୍ରଭୂମି ସୁରକ୍ଷା ଉପରେ ନନ୍ଦନକାନନର ସମସ୍ତ କର୍ମଚାରୀ ଉପସ୍ଥିତ ରହି ସଚେତନତାର ବାର୍ତ୍ତା ବାଣ୍ଟିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ