Masthead

ଆଜି ବିଶ୍ୱ ଆର୍ଦ୍ରଭୂମି ଦିବସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ନନ୍ଦନକାନନରେ ପାଳିତ ହୋଇଛି ବିଶ୍ୱ ଆଦ୍ରଭୂମି ଦିବସ । ସାରା ବିଶ୍ୱରେ ଆଜି ଦିନକୁ ଆର୍ଦ୍ରଭୂମି ଦିବସ ଭାବେ ପାଳନ କରାଯାଇଥାଏ । ଭାରତରେ ୩୫ଟି ଆର୍ଦ୍ରଭୂମି ଚିହ୍ନଟ କରାଯାଇଛି । ୧୯୭୧ ଠାରୁ ସାରା ବିଶ୍ୱରେ ଏହି ଦିବସ ପାଳନ କରାଯାଉଛି । ଭାରତରେ ୧୯୯୮ ଫେବୃଆରୀ ୨ତାରିଖରୁ ଏହି ଦିବସ ପାଳନ କରାଯାଉଛି ।

ନନ୍ଦନକାନନରେ ୨ଟି ଆର୍ଦ୍ରଭୂମି ଅଂଚଳ ରହିଛି । ଗୋଟିଏ କାଞ୍ଜିଆ ହ୍ରଦ ଏବଂ ଅନ୍ୟଟି ବଟାନୀକାଲ ଗାର୍ଡେନର କିଆକାଇଁ ହ୍ରଦ । ଆଦ୍ରଭୂମି ସୁରକ୍ଷା ଉପରେ ନନ୍ଦନକାନନର ସମସ୍ତ କର୍ମଚାରୀ ଉପସ୍ଥିତ ରହି ସଚେତନତାର ବାର୍ତ୍ତା ବାଣ୍ଟିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ