Masthead

ଆଜି ବିଶ୍ୱ ବନ୍ୟପ୍ରାଣୀ ଦିବସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଶ୍ୱ ବନ୍ୟପ୍ରାଣୀ ଦିବସ । ଦିନକୁ ଦିନ ପ୍ରାକୃତିକ ସମ୍ପଦ କ୍ଷୟ ହେବାରେ ଲାଗିଛି । ଯାହା ପାଇଁ ବନ୍ୟଯନ୍ତୁମାନେ ଅସୁବିଧାର ସମ୍ମୁଖୀନ ହେବାରେ ଲାଗିଛନ୍ତି । ଏପରିକି ବନ୍ୟଯନ୍ତୁଙ୍କ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ତେବେ ଆଜିର ଦିନରେ ସମସ୍ତେ ବନ୍ୟପ୍ରାଣୀ ଦିବସ ପାଳିବା ସହ ବନ୍ୟଜନ୍ତୁ ଉପରେ ପ୍ରାକୃତିକ ସମ୍ପଦର ଅସ୍ଥାୟୀ ବ୍ୟବହାରର ପ୍ରଭାବ ନେଇ ସଚେତନତା ସୃଷ୍ଟି କରିବା ଏବଂ ସେମାନଙ୍କ ସହ ଯତ୍ନଶୀଳ ସମ୍ପର୍କକୁ ପ୍ରୋତ୍ସାହିତ କରିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାକୁ ନେଇ ସେ ଏକ ଟ୍ୱିଟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା