Before Header

ଆଜିର ରାଶିଫଳ

0 109

ମେଷ – ଆଜି କର୍ମାଧିପ ଶନି ଓ ମମକାରକ ଚନ୍ଦ୍ର ଷଡାଷ୍ଟକ ସ୍ଥିତିରେ ଥିବାରୁ ନୂତନ କର୍ମାରମ୍ଭ ସକାଶେ ଅନୁକୂଳ ବାତାବରଣ ଆସି ନ ପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବୃଷ – ଚନ୍ଦ୍ର ଓ ବୁଧ ଦ୍ୱାଦଶ ହେତୁ ପର କଥାକୁ ସତ ମନେକରି ଘରୋଇକଳହକୁ ନେଇ ଅଶାନ୍ତି ଲାଗି ରହିବ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧିରେ ପ୍ରତିବନ୍ଧକ ରହିବ ନାହିଁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।

• ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମିଥୁନ – କର୍ମସ୍ଥାନ ଶନିଦୃଷ୍ଟି ଯୋଗୁ କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ ନେଇ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ସତ୍ ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।

• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କର୍କଟ – ଆଜିର ରବି ସହ ବୁଧ ସଂଯୋଗ ପ୍ରଭାବରେ ଯେକୌଣସି କାମ କରନ୍ତୁନା କାହିଁକି, ବିଶେଷ ଭାବେ ଖର୍ଚ୍ଚ କରିବାକୁ ପଡିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।

• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ପ୍ରମୋସନ୍ ମିଳିବ ।
• ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ସିଂହ – ନୀଚରୋହୀ ରବିଙ୍କ ପ୍ରଭାବରେ ପରୋକ୍ଷ ଶତ୍ରୁତା କାରଣରୁ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ । ପାରିବାରିକ ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବା ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• ଗୃହିଣୀ- ପରକୁ ଆପଣାର କରିବେ ।

କନ୍ୟା – କର୍ମଭାବରେ ରାହୁଙ୍କ ଉପସ୍ଥିିତିରୁ ସବୁ ସୁବିଧା ଥିଲେ ମଧ୍ୟ କୌଣସି କାମ ସହଜରେ ହୋଇପାରିବ ନାହିଁ । ଗଠନମୂଳକ କିମ୍ବା ସାମୂହିକ କାମରେ ଅଥବା ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।

• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ଧାର୍ମିକ ହେବେ ।

ତୁଳା – ପାପଯୁକ୍ତ ବୃହସ୍ପତି ହେତୁ ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ଆବଶ୍ୟକତା ପୁରଣ ସକାଶେ ଅର୍ଥ ସଂଗ୍ରହ କରିବାରେ ତତ୍ପରତା ପ୍ରକାଶ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବିଛା – ଶନି ଓ ମଙ୍ଗଳଙ୍କ କେନ୍ଦ୍ରାଧିଷ୍ଠାନ ପ୍ରଭାବରେ ଏକ ସାଧାରନ କିମ୍ବା ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ । ବନ୍ଧୁ ସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ ଓ ସାହାର୍ଯ୍ୟ ମଧ୍ୟ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।

• ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ଧନୁ – ବୁଧାଦିତ୍ୟ ଯୋଗ ପ୍ରବାବରୁ ସମସ୍ୟା ଯଦିଓ ଆସିବ ତଥାପି ବେଶି ସମୟ ତିଷ୍ଠି ରହିବ ନାହିଁ । ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।

• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର – ଯେତେ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରତିବନ୍ଧକର ସାମ୍ନା କରିବାକୁ ପଡିବ । ପରିବାରରେ ସ୍ତ୍ରୀଙ୍କ ସହ ବୁଝାମଣା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

କୁମ୍ଭ – ଅଭାବବୋଧ ଲାଗି ରହିବା କାରଣରୁ ବ୍ୟସ୍ତତା ବଢି ବଢି ଯିବ । ସାମାଜିକ ସ୍ତରରେ ପ୍ରତିଷ୍ଠା ସାଙ୍ଗକୁ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।

• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ମୀନ – ଆଜି ଆପଣ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହେବେ । ଆର୍ଥିକ ସ୍ୱଚ୍ଛଳତା ବଢିଯିବା କାରଣରୁ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।

• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- କରତ୍କର୍ମା ହେବେ ।
• ବ୍ୟବସାୟୀ- ମଧୁରଭାଷୀ ହେବେ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

Leave A Reply

Your email address will not be published.