Before Header

ଆଜିର ରାଶିଫଳ

0 60

ମେଷ – ମାନସିକ ସ୍ତରରେ ଶାନ୍ତି ସନ୍ତୋଷ ପାଇବେ । ଯାନବାହାନ ସୁଖ ଲାଭ, ପରିଜନରେ ଆଦୃତି, ସମସ୍ୟା ସମାଧାନ, ଗୁରୁଦେବତା ବ୍ରାହ୍ମଣ ଭକ୍ତି ଓ ପାରସ୍ପରିକ ଉତ୍ତମ ସହଯୋଗ ମିଳିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।

• ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
• ରୋଗୀ-ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ – କର୍ମ ପରିସର ବଢିବ । ଆଇନ ଅଦାଲତରୁ ଆସ୍ଥା କମିବ । ଚକ୍ଷୁପୀଡା କିମ୍ବା ଗଣ୍ଠିବ୍ୟଥାର ଆଶଙ୍କା । ଭୂମି ସଂକ୍ରାନ୍ତୀୟ ଅସୁବିଧାର ସହଜ ସମାଧାନ, ବୁଝାମଣାରେ ଉନ୍ନତି ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।

• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମିଥୁନ – ଆର୍ଥିକ ସ୍ଥିତି ଉନ୍ନତ ରହିବ । ସାଧାରଣ ସ୍ୱାସ୍ଥ୍ୟ ସମସ୍ୟା ପରିବାରରେ ଆସିବ । ପିତାମାତା ଗୁରୁଜନ ବର୍ଗରୁ ଆର୍ଶୀବାଦ, ବନ୍ଧୁ ସହ-ଯୋଗ ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖୀ ହେବେ ।

କର୍କଟ – ଲକ୍ଷ୍ୟସ୍ଥଳରେ ପହଞ୍ଚôବାରେ ବିଳମ୍ବ ହେବ । ଦେହ ଅସୁସ୍ଥ ଓ ମନରେ ଅଶାନ୍ତି ଆସିପାରେ । ଗୃହ ପରିବେଶରେ ଶୁଭ କାର୍ଯ୍ୟ ଆରମ୍ଭ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।

• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ଧାର୍ମିକ ହେବେ ।

ସିଂହ – ଶ୍ରୀ ଚନ୍ଦ୍ର ଭୋଗ ହେଉଛି । ପ୍ରତ୍ୟେକ କାର୍ଯ୍ୟରେ ମାନସିକ ସ୍ଥିରତା ରଖିବାର ଆବଶ୍ୟକତା ଅଛି । ନିର୍ମାଣମୂଳକ କାର୍ଯ୍ୟରେ ବ୍ୟୟ କରିବେ । ସତ ପରାମର୍ଶ ପାଇ ନିଜକୁ ନିୟନ୍ତ୍ରିତ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

• ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ପ୍ରମୋସନ୍ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

କନ୍ୟା – ମାଙ୍ଗଳିକ କର୍ମ ସଂପୃକ୍ତି କର୍ମକ୍ଷେତ୍ରରେ ମନ୍ଥରତା, ଯାନବାହନରେ ବ୍ୟୟ ଲୋକ ସଂପର୍କ, ଗୃହ ଭୂମିରେ ସଂସ୍କାର ଆଦି ଶୁଭାଶୁଭ ମିଶ୍ରିତ ଫଳ ଆଜି ଦିନରେ ଭୋଗ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।

• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ତୁଳା – ଗୃହରେ ମଙ୍ଗଳ କର୍ମ ସଂପାଦିତ ହୋଇପାରିବ । ପ୍ରତ୍ୟେକ କାର୍ଯ୍ୟରେ ସହ-ଯୋଗ ଲାଭ କରିବେ । ଅପରାହ୍ନ ଠାରୁ ନିଃସଂଗତାବୋଧ ସାମୟିକ କଷ୍ଟଦାୟକ ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।

• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ଧାର୍ମିକ ହେବେ ।

ବିଛା – ପତିତ ଅର୍ଥ ହାତକୁ ଆସିପାରେ । ବନ୍ଧୁ ବର୍ଗରୁ ସହ ଯୋଗ ପାଇବେ । ଦେହ ସୁସ୍ଥ ରହିବ । ଭୂମି କ୍ରୟ ବିକ୍ରୟରେ ଲାଭବାନ୍ ହେବାର ସମ୍ଭାବନା ଅଧିକ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୭ ।

• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ଧନୁ – ପାରିବାରିକ ପରିବେଶ ଶାନ୍ତିଦାୟକ ହେବ । କର୍ମରେ ଗୁରତ୍ୱ ବଢିବ । ଅନେକଙ୍କର ବିଶ୍ୱାସ ଭାଜନ ହେବେ । ଯାନବାହନ ସୁଖ ସୌଭାଗ୍ୟ ମିଳିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।

• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ମିତ୍ର ସୁଖ ପାଇବେ ।

ମକର – ଦୈହିକ ସ୍ୱାସ୍ଥ୍ୟରେ ଅବନତି, ଲୋକ ସଂପର୍କ ହାନୀ କଥା ଓ କାର୍ଯ୍ୟରେ ସମନ୍ୱୟ ରକ୍ଷା କରିବା କଷ୍ଟକର ହେବ । ଆହର ବିହାରରେ ଅନିୟମିତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।

• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କୁମ୍ଭ – ସମୟୋପଯୋଗୀ ସତ ପରାମର୍ଶ ପାଇବେ । କର୍ମକ୍ଷେତ୍ରରେ ସମ୍ମାନ, ଲକ୍ଷ୍ୟପୂରଣ , ସମସ୍ୟା ସମାଧାନ ଓ ନୂତନ ଚିନ୍ତାଧାରାକୁ କାର୍ଯ୍ୟ ରୂପ ଦେଇପାରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

ମୀନ – ବିଭିନ୍ନ ପ୍ରୋସôାହନ ମିଳିବ । ଦୂର ଯାତ୍ରା ଶୁଭଙ୍କର ହେବ । ଆୟ ଉପାର୍ଜନର ଦିଗ ପରିବର୍ତ୍ତିତ ହୋଇପାରେ । ଶୁଭ ମଙ୍ଗଳ କାର୍ଯ୍ୟରେ ଅଗ୍ରଗତି ଓ ବୈଷୟିକ ସୁଖ ସମୃଦ୍ଧି ଲାଭ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।

• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

Leave A Reply

Your email address will not be published.