Before Header

ଆଜିର ରାଶିଫଳ

0 74

ମେଷ – ଆଜିର ଚନ୍ଦ୍ର ନିଜ ରାଶିରେ ରହିଥିବାରୁ ମନ ପ୍ରଫୁଲ୍ଲ ରହିବ । କିନ୍ତୁ ସାମୟିକ ଅସ୍ଥିରତା କାରଣରୁ ସୁବିଧା ଥିଲେ ମଧ୍ୟ ଅଶ୍ୱିନିର କାମ ସହଜରେ ହୋଇ ନ ପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

ବୃଷ – ଘରେ ଟିକିଏ ଜୋର୍ ଦେଇ କଥା କହିବା କାରଣରୁ ଅନ୍ୟମାନେ ଭିନ୍ନ ଦୃଷ୍ଟି କୋଣରୁ ବିଚାର କରିବେ । ଯେତେ ଅନୁନୟ ତଥା ବିନୟର ସହ କହିଲେ ମଧ୍ୟ ବନ୍ଧୁ ସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ ନାହିଁ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।

• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ – ଉପସ୍ଥିତ ବୁଦ୍ଧି ଓ କୌଶଳରେ ଅର୍ଥ ପାଇବା ସକାଶେ ଚେଷ୍ଟା କରି ଆଶାକୁ ଚରିତାର୍ଥ କରିପାରନ୍ତି । ଅସୁବିଧାରେ ପଡିଥିବା ଲୋକଟି ପ୍ରତି ଦୟାଭାବ ପୋଷଣ କରି ପ୍ରଶଂସାଭାଜନ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।

• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କର୍କଟ – ଆଦୌ ପଡୁ ନ ଥିବା ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି । ପରିବାରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।

• ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ସିଂହ – ସମସ୍ତ ପ୍ରକାରର ସୁବିଧା ଥାଇ ମଧ୍ୟ ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ମନକୁ ଆନେ୍ଦାଳିତ କରିବ । ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ କିନ୍ତୁ ଋଣ ପରିଶୋଧର ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।

• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସୁଖୀ ହେବେ ।

କନ୍ୟା – ପାଖରେ ଥିବା ଲୋକଟି ଆପଣଙ୍କ ସକାଶେ ବହୁତ ଉପକାରରେ ଆସିବାର ସମ୍ଭାବନା ରହିଛି । ବ୍ୟବସାୟରେ ଆଶାନୁରୂପ ଫଳ ପାଇବେ । ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।

• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ତୁଳା – ଭୁଲ୍ ବୁଝାମଣାରୁ ଆକସ୍ମିକ ଭାବରେ ପାରିବାରିକ କଳହର ସମ୍ଭାବନା ରହିଛି । ଯାତ୍ରା କାଳରେ କୌଣସି ଯୁବକ ବ୍ୟକ୍ତି ଠାରୁ ଯଥେଷ୍ଟ ସହାୟତା ପାଇବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବାର ଆଶା ରହିଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବିଛା – ଆପଣଙ୍କ ଚିନ୍ତାଧାରା ଅନୁଯାୟୀ ପାରିପାଶ୍ୱିର୍କ ପରିସ୍ଥିତି ଅନୁକୂଳ ରହିବ । କୌଣସି ନୂତନ କାମରେ ବନ୍ଧୁମାନେ ସହ-ଯୋଗର ହାତ ବଢାଇବେ । ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।

• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
• ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ଧନୁ – ସମସ୍ୟା ଭିତର ଦେଇ ଗତି କରୁଥିବା କାରଣରୁ ଅଧିକାଂଶ ସମୟ ଅନ୍ୟମନସ୍କ ରହିବେ । ବିବାଦୀୟ ପରିସ୍ଥିତିରେ ଆପଣଙ୍କର ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ଧାର୍ମିକ ହେବେ ।

ମକର – ଆପଣ ଯେଉଁଥି ପାଇଁ ଆଶଙ୍କା କରୁଛନ୍ତି ସେହି କ୍ଷେତ୍ରରେ କିଛି ଅସୁବିଧା ହେବ ନାହିଁ । ପରିବାରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ – ପ୍ରତ୍ୟେକ କାମରେ କିଛିନା କିଛି ଅସୁବିଧା ରହିଥିବାରୁ ଉପଲବ୍ଧ କରିବେ । କଳହ, ପ୍ରତିହିଂସା, ବାଦବିବାଦ, ଧନହାନି ଓ ବିଭିନ୍ନ ପ୍ରକାରର ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।

• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ମୀନ – କର୍ମକ୍ଷେତ୍ରରେ ଏବଂ ପରିବାର ମଧ୍ୟରେ ନିଜର ପ୍ରତିକ୍ରୀୟା ହଠାତ୍ ପ୍ରକାଶ କରନ୍ତୁ ନାହିଁ । ଅପରାହ୍ନେ ବିଳାସ ବ୍ୟସନ ମଧ୍ୟରେ ସମୟ ଅତିବାହିତ ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ଞ୍ଜ ।

• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

 

 

Leave A Reply

Your email address will not be published.