Before Header

ଆଜିର ରାଶିଫଳ

0 118

ମେଷ – କୋଣଭାବସ୍ଥ ଧନାଧିପତିଙ୍କ ସଂସ୍ଥାନରୁ ଅର୍ଥନୈତିକ ଉକôର୍ଷତା ମୁହଁରେ ହସ ଫୁଟାଇବ । ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।

• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ବୃଷ – ପାପଯୁକ୍ତ ଚନ୍ଦ୍ରଙ୍କ ଅଶୁଭ ପ୍ରଭାବରେ ଅଶାନ୍ତି ଓ ଅର୍ଥାଭାବରେ ପରିସ୍ଥିତିକୁ ନେଇ ଚିନ୍ତିତ ରହିବେ । ଭଉଣୀଙ୍କ ସହ ସମ୍ପର୍କ ଭଲ ରହି ନ ପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।

• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମିଥୁନ – ବୁଧାଦିତ୍ୟ ଯୋଗ ପ୍ରଭାବରୁ ପାଖ, ପଡୋଶୀ ଙ୍କ ପ୍ରତ୍ୟକ୍ଷ ସହ-ଯୋଗ ସମସ୍ୟା ସମାଧାନ କ୍ଷେତ୍ରରେ ସାହାର୍ଯ୍ୟ କରିବ । ମାନସିକ ସ୍ଥିତି ବିଶେହ ଭଲ ରହି ନ ପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।

• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କର୍କଟ – ମୁଖଭାବସ୍ଥ ଶୁକ୍ରଜନିତ ବନ୍ଧୁଙ୍କ ସାହାର୍ଯ୍ୟ ଓ ବଦାନ୍ୟତା ଆପଣଙ୍କୁ ଅର୍ଥଲାଭ କରାଇବ । କାର୍ଯ୍ୟ ସହ ଜନିତ ହୋଇ ବ୍ୟସ୍ତତା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।

• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ – ଆଜି ବୃହସ୍ପତିଙ୍କ ସୁପ୍ରଭାବରୁ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କ୍ଷେତ୍ରକୁ ସରସ ସୁନ୍ଦର କରିବାରେ ସମର୍ଥ ହେବ । ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ଆଜି ଅପରାହ୍ନରେ ପାଇବେ । ଶୁଭ ଅଙ୍କ ଲାଲ୍ । ଶୁଭ ଅଙ୍କ ୯ ।

• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
• ଗୃହିଣୀ- ଧାର୍ମିକ ହେବେ ।

କନ୍ୟା – ଧନାଧିପ ଏକାଦଶସ୍ଥ ଯୋଗୁଁ ଆର୍ଥିକ ସଂକଟ ଦୂରୀଭୂତ ହୋଇଯିବ । କର୍ମକ୍ଷେତ୍ରରେ ଉଚ୍ଚ ବର୍ଗର ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାହାର୍ଯ୍ୟ ଲାଭ କରି ଉଚ୍ଚ ପ୍ରଶଂସିତ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।

• ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

ତୁଳା – ଭାଗ୍ୟସ୍ଥାନ ଗୁରୁଦୃଷ୍ଟ ଯୋଗୁଁ ବହୁ ପୂର୍ବରୁ ସୁପରିକଳ୍ପିତ ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ । ସାମ୍ବାଦିକତା କ୍ଷେତ୍ରରୁ ଉପକୃତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।

• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।
• ବ୍ୟବସାୟୀ- ମଧୁରଭାଷୀ ହେବେ ।

ବିଛା – ଆଜି ଆପଣ ଯାହା କରନ୍ତୁନା କାହିଁକି ଆପଣଙ୍କର କୌଣସି ଅସୁବିଧା ହେବ ନାହିଁ । ବୃହସ୍ପତିଙ୍କ କୃପାରୁ ଆପଣଙ୍କର ଯୁକ୍ତିଯୁକ୍ତ କଥା ମିତ୍ରତା ବୃଦ୍ଧିରେ ସହାୟକ ହେବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।

• ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଧାର୍ମିକ ହେବେ ।

ଧନୁ – ଶନି ଦ୍ୱିତୀୟସ୍ଥ ଯୋଗୁ ନିକଟ ସମ୍ପର୍କୀୟଙ୍କୁ ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କଲେ ହଇରାଣରେ ପଡିପାରନ୍ତି । ଉତ୍ତେଜନାପୂର୍ଣ୍ଣ ମାନସିକ ସ୍ଥିତି ଲାଗି ରହିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।

• ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମକର – ଗଣତନ୍ତ୍ରର ପ୍ରତୀକ ଶନିଶ୍ଚର ସ୍ୱରାଶିରେ ଥିବାରୁ ଗଣମାଧ୍ୟମ ସମ୍ବନ୍ଧିତ ବ୍ୟକ୍ତି କିମ୍ବା ଆଇନଜ୍ଞଙ୍କ ସକାଶେ ଦିନଟି ଭଲ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କୁମ୍ଭ – କର୍ମକ୍ଷେତ୍ରସ୍ଥ ବୃହସ୍ପତି ହେତୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ । କିନ୍ତୁ ବୀଚରାଶିସ୍ଥ ପାପଯୁକ୍ତ ଚନ୍ଦ୍ରଙ୍କ ଯୋଗୁଁ ମାନସିକ ସ୍ତରରେ ସମ୍ପୂର୍ଣ୍ଣ ଖୁସୀ ହୋଇପାରିବେ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମୀନ – ଅଷ୍ଟମସ୍ଥ ବୁଧ ହେତୁ ପରିବାରକୁ ନେଇ ବିରକ୍ତିଭାବ ସୃଷ୍ଟି ହେବାର ଆଶଙ୍କା ରହିଛି । ଆର୍ଥିକ ସ୍ୱଚ୍ଛଳତା କାରଣରୁ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ-ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ଜଳଯାତ୍ରା ମନା ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ- ମିତ୍ର ସୁଖ ପାଇବେ ।

Leave A Reply

Your email address will not be published.